Hebrews 7:1 — Compare Translations
7 translations compared side by side
Odia - 1840
"ମଲ୍କୀଷଦକେ ଶାଲମରେ ରାଜା ଥିଲେ, ଓ ସର୍ବୋଚ୍ଚ ପରମେଶ୍ବରଙ୍କ ଯାଜକ ଥିଲେ। ଅବ୍ରହାମ ରାଜାମାନଙ୍କୁ ପରାଜିତ କରି ଫରେିଲା ବେଳେ ମଲ୍କୀଷଦକେ ଅବ୍ରହାମଙ୍କୁ ଦଖାେକଲେ। ସେ ଅବ୍ରହାମଙ୍କୁ ଆଶୀର୍ବାଦ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ମଲ୍କୀଷେଦକ ଶାଲେମର ରାଜା ଓ ପରାତ୍ପର ଈଶ୍ଵରଙ୍କ ଯାଜକ ଥିଲେ । ସେ, ଅବ୍ରହାମ ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ମଲ୍କିସେଦକ ଶାଲେମର ରାଜ ଏବଂ ପରାତ୍ପର ଈଶ୍ୱରଙ୍କ ଯାଜକ ଥିଲେ। ଅବ୍ରାହାମ ଯେତେବେଳେ ଚାରିଜଣ ରାଜାକୁ ପରାସ୍ତ କରି ଯୁଦ୍ଧରୁ ଫେରୁଥିଲେ, ସେତେବେଳେ ମଲ୍କିସେଦକ ତାଙ୍କୁ ସାକ୍ଷାତ କରି ଆର୍ଶୀବାଦ କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକ ମଲ୍କୀଷେଦକ ମଲ୍କୀଷେଦକ ଶାଲେମର ରାଜା ଥିଲେ, ଓ ସର୍ବୋଚ୍ଚ ପରମେଶ୍ୱରଙ୍କ ଯାଜକ ଥିଲେ। ଅବ୍ରହାମ ରାଜାମାନଙ୍କୁ ପରାଜିତ କରି ଫେରିଲା ବେଳେ ମଲ୍କୀଷେଦକ ଅବ୍ରହାମଙ୍କୁ ଦେଖାକଲେ। ସେ ଅବ୍ରହାମଙ୍କୁ ଆଶୀର୍ବାଦ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ମଲ୍କୀଷେଦକ ଶାଲେମର ରାଜା ଓ ପରାତ୍ପର ଈଶ୍ବରଙ୍କ ଯାଜକ ଥିଲେ। ସେ ଅବ୍ରହାମ, ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ସେ ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ;
Odia IRV 2017 (ଓଡିଆ ବାଇବେଲ)
ଏହି ମଲ୍କୀଷେଦକ ଶାଲେମର ରାଜା ଓ ପରାତ୍ପର ଈଶ୍ୱରଙ୍କ ଯାଜକ ଥିଲେ । ସେ, ଅବ୍ରହାମ, ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ସେ ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯೊ ಮೆಲ್ಕಿಜೆದೆಕ್ ಸಾಲೆಮಾಚೊ ರಾಜಾ, ಅನಿ ಪವಿತ್ರ್ ದೆವಾಚೊ ಯಜ್ನ್ ಕರ್ತಲೊ ಹೊವ್ನ್ ಹೊತ್ತೊ, ರಾಜಾಕ್ನಿ ಹರ್ವುನ್ ಪರ್ತುನ್ ಯೆವ್ಲಾಗಲ್ಲ್ಯಾ ಅಬ್ರಾಹಾಮಾಕ್ ಗಾವ್ನ್ ಆಶಿರ್ವಾದ್ ದಿಲ್ಯಾನ್.