Hebrews 7:10 — Compare Translations

7 translations compared side by side

Odia - 1840
"ଲବେୀ ସେ ପର୍ୟ୍ଯନ୍ତ ଜନ୍ମ ନ ହାଇେଥିଲେ ସୁଦ୍ଧା ଅବ୍ରହାମ ମଲ୍କୀଷଦକଙ୍କେୁ ଭଟେିବା ସମୟରେ ଲବେୀ ଅବ୍ରହାମଙ୍କ ପୂର୍ବପୁରୁଷଙ୍କ ଶରୀର ରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତାହାଙ୍କ ପିତାଙ୍କ ସହିତ ମଲ୍‍କୀଷେଦକ ସାକ୍ଷାତ କରିବା ସମୟରେ ସେ ତାହାଙ୍କ କଟୀରେ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲେବୀ ଦେତେବେଳେ ଜନ୍ମ ଗ୍ରହଣ କରି ନ ଥଲେସତ, କିନ୍ତୁ ଅବ୍ରାହାମ ଛଙ୍କୁ ସାକ୍ଷାତ କଲାବେଳେ ପିତୃପୁରୁଷ ଅବ୍ରାହାମଙ୍କର ବଂଶକ ଭାବରେ ଲେବୀ ତାଙ୍କ ଶରୀରରେ ଥିଲେ ବୋଲି କହିଲେ ଅତ୍ୟୁକ୍ତି ହେବା ନହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀ ସେ ପର୍ଯ୍ୟନ୍ତ ଜନ୍ମ ନ ହୋଇଥିଲେ ସୁଦ୍ଧା ଅବ୍ରହାମ ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କୁ ଭେଟିବା ସମୟରେ ଲେବୀ ଅବ୍ରହାମଙ୍କ ପୂର୍ବପୁରୁଷଙ୍କ ଶରୀରରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଅବ୍ରହାମଙ୍କ ସହିତ ମଲ୍‍କୀଷେଦକ ସାକ୍ଷାତ କରିବା ସମୟରେ ଲେବୀ ଜନ୍ମ ହୋଇ ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଅବ୍ରହାମଙ୍କ ସହିତ ମଲ୍‍କୀଷେଦକ ସାକ୍ଷାତ କରିବା ସମୟରେ ଲେବୀ ଜନ୍ମ ହୋଇ ନ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮೆಲ್ಕಿಜೆದೆಕ್ ಅಬ್ರಾಹಾಮಾಕ್ ಭೆಟಲ್ಲ್ಯಾ ತನ್ನಾ ಲೆವಿ ಅಜುನ್ ಉಪ್ಜುನಸಲ್ಲೊ, ಖರೆ ಅಪ್ಲೊ ಬಾಬಾ ಅಬ್ರಾಹಾಮಾಚ್ಯಾ ಆಂಗಾತ್ ಹೊತ್ತೊ.