Hebrews 7:12 — Compare Translations

7 translations compared side by side

Odia - 1840
"ଯେତବେେଳେ ଯାଜକର ପରିବର୍ତ୍ତନ ହୁଏ ସତେ ବେଳେ ବ୍ଯବସ୍ଥାର ମଧ୍ଯ ପରିବର୍ତ୍ତନ ଆବଶ୍ଯକ ହାଇେଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯାଜକତ୍ଵ ଯଦି ପରିବର୍ତ୍ତିତ ହୁଏ, ତେବେ ବ୍ୟବସ୍ଥାର ମଧ୍ୟ ଅବଶ୍ୟ ପରିବର୍ତ୍ତନ ଘଟେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯାଜକ ଗୋଷ୍ଠୀର ପରିବର୍ତ୍ତନ ହେଲେ ବ୍ୟବଦ୍ଥାରେ ମଧ୍ୟ ପରିବର୍ତ୍ତନ ହେବା ଆବଶ୍ୟକ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଯାଜକର ପରିବର୍ତ୍ତନ ହୁଏ ସେତେବେଳେ ବ୍ୟବସ୍ଥାର ମଧ୍ୟ ପରିବର୍ତ୍ତନ ଆବଶ୍ୟକ ହୋଇଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯାଜକତ୍ୱ ଯଦି ପରିବର୍ତ୍ତିତ ହୁଏ, ତେବେ ମୋଶାଙ୍କ ବ୍ୟବସ୍ଥାର ମଧ୍ୟ ଅବଶ୍ୟ ପରିବର୍ତ୍ତନ ଘଟେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯାଜକତ୍ଵ ଯଦି ପରିବର୍ତ୍ତିତ ହୁଏ, ତେବେ ମୋଶାଙ୍କ ବ୍ୟବସ୍ଥାର ମଧ୍ୟ ଅବଶ୍ୟ ପରିବର୍ତ୍ତନ ଘଟେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದುಸ್ರೊ ಯಾಜಕ್ ಯೆಲ್ಯಾರ್ ತನ್ನಾ ಮೊಯ್ಜೆಚೆ ಖಾಯ್ದೆ ಬದ್ಲುಕುಚ್ ಪಾಜೆ.