Hebrews 7:14 — Compare Translations
7 translations compared side by side
Odia - 1840
"କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ୟିହୂଦାଙ୍କ ଗୋଷ୍ଠୀ ରେ ଜାତ। ମାତ୍ର ସହେି ଗୋଷ୍ଠୀର ଯାଜକମାନଙ୍କ ବିଷୟ ରେ ମାଶାେ କହିନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୁଦାଙ୍କ ଗୋଷ୍ଠୀରୁ ଉତ୍ପନ୍ନ ହୋଇଅଛନ୍ତି, ଯେଉଁ ଗୋଷ୍ଠୀର ଯାଜକତ୍ଵ ସମ୍ଵନ୍ଧରେ ମୋଶା କିଛି କହି ନାହାନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ସୁବିଦିତ ଯେ, ସେ ଯିହୁଦା ବଂଶେ ଜନ୍ମ ଗ୍ରହଣ କରିଥିଲେ ଏବଂ ଯାଜକ ହେବା ପାଇଁ ମୋଶା ଏହି ବଂଶର ନାମ ଉଲ୍ଲେଖ କରି ନାହାଁନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରେ ଜାତ। ମାତ୍ର ସେହି ଗୋଷ୍ଠୀର ଯାଜକମାନଙ୍କ ବିଷୟରେ ମୋଶା କହିନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରୁ ଉତ୍ପନ୍ନ ହୋଇଅଛନ୍ତି, ଯେଉଁ ଗୋଷ୍ଠୀର ଯାଜକତ୍ୱ ସମ୍ବନ୍ଧରେ ମୋଶା କିଛି କହି ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରୁ ଉତ୍ପନ୍ନ ହୋଇଅଛନ୍ତି, ଯେଉଁ ଗୋଷ୍ଠୀର ଯାଜକତ୍ତ୍ୱ ସମ୍ବନ୍ଧରେ ମୋଶା କିଛି କହି ନାହାଁନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚೊ ಧನಿ ಜುದೆವಾಚ್ಯಾ ಘರಾನಾಕ್ನಾ ಯೆಲ್ಲೊ ಮನ್ತಲೆ ಚೊಕ್ಕ್ ದಿಸುನ್ ಯೆಲಾ ತ್ಯಾ ಘರಾನಾಕ್ ಸಮಂದ್ ಪಡಲ್ಯಾ ಯಾಜಕಾಂಚ್ಯಾ ವಿಶಯಾತ್ ಮೊಯ್ಜೆನ್ ಕಾಯ್ಬಿ ಸಾಂಗುಕ್ನಾ.