Hebrews 7:16 — Compare Translations
7 translations compared side by side
Odia - 1840
"ସେ କୌଣସି ଗୋଷ୍ଠୀର ବ୍ଯବସ୍ଥା ଦ୍ବାରା ଯାଜକ ହାଇେ ନ ଥିଲେ। ବରଂ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ଯାଜକ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଶାରୀରିକ ବ୍ୟବସ୍ଥାନୁସାରେ ନିଯୁକ୍ତ ନ ହୋଇ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ନିଯୁକ୍ତ ହୋଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ମନୁଷ୍ୟ ସଂସ୍ଥାପିତ ନିୟମ ଓ ପଦ୍ଧତି ଦ୍ୱାରା ଯାଜକ ହୋଇ ନ ଥିଲେ; ଅନନ୍ତ ଜୀବନର ଶକ୍ତି କତ୍ତ୍ୱର୍କ ସେ ଯାଜକ ହୋଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେ କୌଣସି ଗୋଷ୍ଠୀର ବ୍ୟବସ୍ଥା ଦ୍ୱାରା ଯାଜକ ହୋଇ ନ ଥିଲେ। ବରଂ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ଯାଜକ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଶାରୀରିକ ବ୍ୟବସ୍ଥାନୁସାରେ ନିଯୁକ୍ତ ନ ହୋଇ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ନିଯୁକ୍ତ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଶାରୀରିକ ମୋଶାଙ୍କ ବ୍ୟବସ୍ଥାନୁସାରେ ନିଯୁକ୍ତ ନ ହୋଇ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ନିଯୁକ୍ତ ହୋଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಯಾಜಕ್ ಹೊಲ್ಲೊ ಘರಾನಾಕ್ನಾ ಯೆಲ್ಲ್ಯಾ ನೆಮಾಂಚ್ಯಾ ಅನಿ ಶಾಸ್ತರಾಂಚ್ಯಾ ಸಾರ್ಕೊ ನ್ಹಯ್? ತೊ ನಾಸ್ ಹೊಯ್ ನಸಲ್ಲ್ಯಾ ಅಪ್ಲ್ಯಾ ಜಿವಾಚ್ಯಾ ಪಿಕಾಕ್ನಾ ಯಾಜಕ್ ಹೊಲೊ.