Hebrews 7:17 — Compare Translations

7 translations compared side by side

Odia - 1840
"ଶାସ୍ତ୍ର ରେ ତାଙ୍କ ବିଷୟ ରେ କୁହାୟାଇଛି: ତୁମ୍ଭେ ମଲ୍କୀଷଦକଙ୍କେ ଭଳି ଜଣେ ଅନନ୍ତକାଳୀନ ଯାଜକ ଅଟ।310"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତାହାଙ୍କ ସମ୍ଵନ୍ଧରେ ଏହି ସାକ୍ଷ୍ୟ ଦିଆଯାଏ, ତୁମ୍ଭେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଧର୍ମଶାସ୍ତ୍ରରେ ଲିଖିତ ଅଛି, “ତୁମେ ମଲ୍କିସେଦକଙ୍କ ଉତ୍ତରାଧିକାରୀ ସ୍ୱରୂପ ଅନନ୍ତକାଳୀନ ଯାଜକ ହେବ।”
Odia Bible ERV 2004 (ପବିତ୍ର ବାଇବଲ)
ଶାସ୍ତ୍ରରେ ତାଙ୍କ ବିଷୟରେ କୁହାଯାଇଛି: “ତୁମ୍ଭେ ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କ ଭଳି ଜଣେ ଅନନ୍ତକାଳୀନ ଯାଜକ ଅଟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତାହାଙ୍କ ସମ୍ବନ୍ଧରେ ଏହି ସାକ୍ଷ୍ୟ ଦିଆଯାଏ, “ତୁମ୍ଭେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ।”
Odia IRV 2017 (ଓଡିଆ ବାଇବେଲ)
କାରଣ ତାହାଙ୍କ ସମ୍ବନ୍ଧରେ ଏହି ସାକ୍ଷ୍ୟ ଦିଆଯାଏ, ତୁମ୍ଭେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾ ಸಾಟ್ನಿ ಪವಿತ್ರ್ ಪುಸ್ತಕಾತ್ ಅಶೆ ಸಾಂಗಲ್ಲೆ ಹಾಯ್, ತಿಯಾ ಮೆಲ್ಕಿಜೆದೆಕಾನ್ ಸಾರ್ಕೊ ಕನ್ನಾಬಿ ಯಾಜಕ್ ಹೊವ್ನ್ ರಾತೈ.