Hebrews 7:19 — Compare Translations

7 translations compared side by side

Odia - 1840
"ମାଶାଙ୍କେ ବ୍ଯବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା। ଏବେ ଆମ୍ଭକୁ ମିଳିଥିବା ଶ୍ ରେଷ୍ଠତର ଭରସା ରେ ଆମ୍ଭେ ପରମେଶ୍ବରଙ୍କ ପାଖକୁ ଆସି ପାରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
(କାରଣ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା), ଅନ୍ୟ ପକ୍ଷରେ ଶ୍ରେଷ୍ଠତର ଭରସା ପ୍ରବେଶ କରିଅଛି, ତଦ୍ଦ୍ଵାରା ଆମ୍ଭେମାନେ ଈଶ୍ଵରଙ୍କ ନିକଟବର୍ତ୍ତୀ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ମୋଶାପ୍ରଦତ୍ତ ବ୍ୟବସ୍ଥା ଦ୍ୱାରା କୌଣସି ବିଷୟ ପୂର୍ଣ୍ଣତା ଲାଭ କରି ପାରିଲା ନାହିଁ। ବର୍ତ୍ତମାନ ଅମ୍ଭମାନଙ୍କୁ ଏକ ବଳବତ୍ତର ଭରସା ପ୍ରଦତ୍ତ ହୋଇଛି; ସେଥିଦ୍ୱାରା ଆମେ ଈଶ୍ୱରଙ୍କ ନିକଟବର୍ତ୍ତୀ ହେବା ପାଇଁ ସମର୍ଥ ହୋଇଛୁ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା। ଏବେ ଆମ୍ଭକୁ ମିଳିଥିବା ଶ୍ରେଷ୍ଠତର ଭରସାରେ ଆମ୍ଭେ ପରମେଶ୍ୱରଙ୍କ ପାଖକୁ ଆସି ପାରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
(କାରଣ ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା), ଅନ୍ୟ ପକ୍ଷରେ ଶ୍ରେଷ୍ଠତର ଭରସା ପ୍ରବେଶ କରିଅଛି, ତଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ।
Odia IRV 2017 (ଓଡିଆ ବାଇବେଲ)
(କାରଣ ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା), ଅନ୍ୟ ପକ୍ଷରେ ଶ୍ରେଷ୍ଠତର ଭରସା ପ୍ରବେଶ କରିଅଛି, ତଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କ ନିକଟବର୍ତ୍ତୀ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮೊಯ್ಜೆಚ್ಯಾ ಖಾಯ್ದ್ಯಾನ್ ಖಲೆಬಿ ಸಂಪುರ್ನತೆಕ್ ಹಾನುಕ್ ನಾ ಅತ್ತಾ ಅಮ್ಕಾ ಬರಿ ಖಬರ್ ಅನಿ ಬರೊಸೊ ದೆವಾಚ್ಯಾ ಜಗೊಳ್ ನ್ಹೆತಾ.