Hebrews 7:2 — Compare Translations
7 translations compared side by side
Odia - 1840
"ୟୁଦ୍ଧ ରେ ଜିତି ଅବ୍ରହାମ ଯାହା ପାଇଥିଲେ ତା'ର ଏକ ଦଶମାଂସ ସେ ମଲ୍କୀଷଦକଙ୍କେୁ ଦେଲେ। ମଲ୍କୀଷଦକେ ନାମର ଅର୍ଥ: ପ୍ରଥମଟି ହେଉଛି ଧର୍ମରାଜା ଓ ଦ୍ବିତୀୟଟି ହେଲା ଶାଲମରେ ରାଜା ଅର୍ଥାତ୍ ଶାନ୍ତିର ରାଜା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବ୍ରହାମ ମଧ୍ୟ ତାହାଙ୍କୁ ସମସ୍ତ ପଦାର୍ଥରୁ ଦଶମାଂଶ ଦେଇଥିଲେ । ଅନୁବାଦ କଲେ ଏହାଙ୍କ ନାମର ପ୍ରଥମ ଅର୍ଥ ଧର୍ମରାଜା, ଦ୍ଵିତୀୟ, ଶାଲେମର ରାଜା, ଅର୍ଥାତ୍, ଶାନ୍ତିରାଜା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆଉ ଅବ୍ରାହାମ ତାଙ୍କୁ ଯୁଦ୍ଧଲବ୍ଧ ଧନର ଏକ ଦଶମାଂଶ ଦାନ କରିଥିଲେ। (ମଲ୍କି-ସେଦଙ୍କ ନାମର ପ୍ରଥମ ଅର୍ଥ ହେଉଛି “ଧାର୍ମିକ ରାଜା”, ସେ ଶାଲେମର ରାଜା ହୋଇଥିବାରୁ ତାଙ୍କର ନାମର ଅନ୍ୟ ଅର୍ଥ “ଶାନ୍ତି ରାଜା”।)
Odia Bible ERV 2004 (ପବିତ୍ର ବାଇବଲ)
ଯୁଦ୍ଧରେ ଜିତି ଅବ୍ରହାମ ଯାହା ପାଇଥିଲେ ତା’ର ଏକ ଦଶମାଂସ ସେ ମଲ୍କୀଷେଦକଙ୍କୁ ଦେଲେ। ମଲ୍କୀଷେଦକ ନାମର ଅର୍ଥ: ପ୍ରଥମଟି ହେଉଛି “ଧର୍ମରାଜା” ଓ ଦ୍ୱିତୀୟଟି ହେଲା “ଶାଲେମର ରାଜା” ଅର୍ଥାତ୍ “ଶାନ୍ତିର ରାଜା”।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବ୍ରହାମ ମଧ୍ୟ ତାହାଙ୍କୁ ସମସ୍ତ ପଦାର୍ଥରୁ ଦଶମାଂଶ ଦେଇଥିଲେ। ଅନୁବାଦ କଲେ ଏହାଙ୍କ ନାମର ପ୍ରଥମ ଅର୍ଥ ଧର୍ମରାଜା, ଦ୍ୱିତୀୟ, ଶାଲେମର ରାଜା, ଅର୍ଥାତ୍, ଶାନ୍ତିରାଜା।
Odia IRV 2017 (ଓଡିଆ ବାଇବେଲ)
ଅବ୍ରହାମ ମଧ୍ୟ ତାହାଙ୍କୁ ସମସ୍ତ ପଦାର୍ଥରୁ ଦଶମାଂଶ ଦେଇଥିଲେ । ଅନୁବାଦ କଲେ ମଲ୍କୀଷେଦକଙ୍କ ନାମର ଅର୍ଥ ଧାର୍ମିକତାର ରାଜା, ଏବଂ ଶାଲେମର ରାଜା, ଅର୍ଥାତ୍, ଶାନ୍ତିରାଜା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಕಾ ಅಬ್ರಾಹಾಮಾನ್ ಅಪ್ನಿ ಜಿಕುನ್ ಹಾನಲ್ಯಾ ಸಗ್ಳ್ಯಾ ಸಾಮಾನಾತ್ನಿ ಧಾತ್ಲೊ ಎಕ್ ವಾಟೊ ದಿಲ್ಯಾನ್, ತೆಜಾ ನಾವಾಚೊ ಅರ್ತ್ “ನಿತಿವಂತ್ ರಾಜಾ” ಥವ್ಡೆಚ್ ನಸ್ತಾನಾ, ತೊ ಸಾಲೆಮಾಚೊ ರಾಜಾ ಮಟ್ಲ್ಯಾರ್ “ಸಮಾಧಾನಾಚೊ ರಾಜಾ”.