Hebrews 7:21 — Compare Translations
7 translations compared side by side
Odia - 1840
"କିନ୍ତୁ ପରମେଶ୍ବରଙ୍କ ଶପଥ କରିଥିବା ହତେୁରୁ ଯୀଶୁ ଯାଜକ ହାଇେଥିଲେ। ପରମେଶ୍ବର କହିଥିଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ସେମାନେ ତ ବିନା ଶପଥରେ ଯାଜକ ହୋଇଅଛନ୍ତି, କିନ୍ତୁ ଯେ ତାହାଙ୍କ ବିଷୟରେ ଏହା କହିଅଛନ୍ତି, ପ୍ରଭୁ ଶପଥ କରିଅଛନ୍ତି, ଆଉ ସେ ଅନୁତାପ କରିବେ ନାହିଁ, ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ, ତାହାଙ୍କ ଦ୍ଵାରା ସେ ଶପଥ ସହକାରେ ଯାଜକ ହୋଇଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଖ୍ରୀଷ୍ଟ ଯାଜକ ହେବା ସମୟରେ ଈଶ୍ୱର ଶପଥ କରି ତାଙ୍କୁ କହିଥିଲେ, “ପ୍ରଭୁ ଏକ ଶପଥ କରିଛନ୍ତି ସେ ତାଙ୍କର ସଂକଳ୍ପ ପରିବର୍ତ୍ତନ କରିବେ ନାହିଁ: ‘ତୁମେ ଅନନ୍ତକାଳୀନ ଯାଜକ ହେବ’।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱରଙ୍କ ଶପଥ କରିଥିବା ହେତୁରୁ ଯୀଶୁ ଯାଜକ ହୋଇଥିଲେ। ପରମେଶ୍ୱର କହିଥିଲେ: “ପ୍ରଭୁ ଶପଥ କରିଛନ୍ତି ଓ ସେ ନିଜ ନିର୍ଣ୍ଣୟ ପରିବର୍ତ୍ତନ କରିବେ ନାହିଁ, ‘ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ସେମାନେ ତ ବିନା ଶପଥରେ ଯାଜକ ହୋଇଅଛନ୍ତି, କିନ୍ତୁ ଯେ ତାହାଙ୍କ ବିଷୟରେ ଏହା କହିଅଛନ୍ତି, “ପ୍ରଭୁ ଶପଥ କରିଅଛନ୍ତି, ଆଉ ସେ ଅନୁତାପ କରିବେ ନାହିଁ, ‘ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ, ତାହାଙ୍କ ଦ୍ୱାରା ସେ ଶପଥ ସହକାରେ ଯାଜକ ହୋଇଅଛନ୍ତି।’”
Odia IRV 2017 (ଓଡିଆ ବାଇବେଲ)
ଯେଣୁ ସେମାନେ ତ ବିନା ଶପଥରେ ଯାଜକ ହୋଇଅଛନ୍ତି, କିନ୍ତୁ ଯେ ତାହାଙ୍କ ବିଷୟରେ ଏହା କହିଅଛନ୍ତି, ପ୍ରଭୁ ଶପଥ କରିଅଛନ୍ତି, ଆଉ ସେ ଅନୁତାପ କରିବେ ନାହିଁ, ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ, ତାହାଙ୍କ ଦ୍ୱାରା ସେ ଶପଥ ସହକାରେ ଯାଜକ ହୋଇଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಕ್ರಿಸ್ತ್ ದೆವಾಚ್ಯಾ ಗೊಸ್ಟಿ ಸಾರ್ಕೊಚ್ ಯಾಜಕ್ ಹೊಲೊ, ದೆವಾನ್ ತೆಕಾ ಸಾಂಗಲ್ಲೆ ಕಾಯ್ ಮಟ್ಲ್ಯಾರ್, ತಿಯಾ ಕನ್ನಾಬಿ ಯಾಜಕ್ ಹೊವ್ನ್ ರ್ಹಾತೆಯ್ ಮನುನ್ ದೆವ್ ಮನ್ತಲೊ ಮಿಯಾ ಆನ್ ಘಾಲುನ್ ಸಾಂಗ್ತಾ. ಹೆಚ್ಯಾಸಾಟ್ನಿ ಮಿಯಾ ಪರತ್ ಘೆಯ್ನಾ.