Hebrews 7:22 — Compare Translations

7 translations compared side by side

Odia - 1840
"ଏହାର ଅର୍ଥ ହେଲା ଯେ ସହେି ପ୍ରକା ରେ ପରମେଶ୍ବରଙ୍କ ନିଜ ଲୋକଙ୍କ ସହିତ କରିଥିବା ଶ୍ ରେଷ୍ଠତର ନିୟମର ଯୀଶୁ ହେଉଛନ୍ତି ଜଣେ ଜାମିନ୍-ଦାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ପ୍ରକାରେ ଯୀଶୁ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ପାର୍ଥକ୍ୟ ହେତୁରୁ ଯୀଶୁ ଏକ ମହତ୍ତର ଚୁକ୍ତିର ନିଶ୍ଚିତତା ପ୍ରଦାନ କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଏହାର ଅର୍ଥ ହେଲା ଯେ ସେହି ପ୍ରକାରେ ପରମେଶ୍ୱରଙ୍କ ନିଜ ଲୋକଙ୍କ ସହିତ କରିଥିବା ଶ୍ରେଷ୍ଠତର ନିୟମର ଯୀଶୁ ହେଉଛନ୍ତି ଜଣେ ଜାମି‌ନ୍‌ଦାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପ୍ରକାରେ ଯୀଶୁ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେହି ପ୍ରକାରେ ଯୀଶୁ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಅಪ್ಲ್ಯಾ ಲೊಕಾಂಚ್ಯಾ ವಾಂಗ್ಡಾ ಕರಲ್ಯಾ ಒಪ್ವಂದಾಕ್ ಜೆಜು ಕ್ರಿಸ್ತುಚ್ ಆಧಾರ್ ಮನ್ತಲೊ ಹೆಚೊ ಅರ್ಥ್.