Hebrews 7:24 — Compare Translations
7 translations compared side by side
Odia - 1840
"କିନ୍ତୁ ଯୀଶୁ ଅମର। ସେ କବେେ ହେଲେ ଯାଜକ ସବୋରୁ ଅବ୍ଯାହତି ହବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ଵ ପ୍ରାପ୍ତ ହୋଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମାତ୍ର ଯୀଶୁ ଚିରକାଳ ଜାବିତ। ସୁତରାଂ ତାଙ୍କର ଯାଜକ ପଦରେ ଅନ୍ୟ କେହି ନିଯୁକ୍ତ ହେବା ପ୍ରଶ୍ନ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ ଅମର। ସେ କେବେ ହେଲେ ଯାଜକ ସେବାରୁ ଅବ୍ୟାହିତ ହେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ୱ ପ୍ରାପ୍ତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ତ୍ୱ ପ୍ରାପ୍ତ ହୋଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಕ್ರಿಸ್ತ್ ಕನ್ನಾಬಿ ಜಿತ್ತೊ ರಾತಲೊ ಹೊವ್ನ್ ಹಾಯ್, ಅನಿ ತೊ ಅಪ್ಲ್ಯಾ ಯಾಜಕ್ ಕಾಮ್ ಕನ್ನಾಬಿ ಇಬೆ ಕರಿ ನಾ.