Hebrews 7:25 — Compare Translations
7 translations compared side by side
Odia - 1840
"ଅତଏବ ଯେଉଁମାନେ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ପାଖକୁ ଆସନ୍ତି, ସମାନଙ୍କେୁ ଯୀଶୁ ପରିତ୍ରାଣ ଦଇେ ପାରିବେ। ସେ ନିତ୍ଯ ଜୀବିତ ହବୋରୁ, ଲୋକେ ଯେତବେେଳେ ପରମେଶ୍ବରଙ୍କ ପାଖକୁ ଆସିବେ, ଯୀଶୁ ସମାନଙ୍କେୁ ସର୍ବଦା ସାହାୟ୍ଯ କରି ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ତାହାଙ୍କ ଦ୍ଵାରା ଯେଉଁମାନେ ଈଶ୍ଵରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଯେଉଁମାନେ ତାଙ୍କ ଦ୍ୱାରା ଈଶ୍ୱରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ଉଦ୍ଧାର କରିବାକୁ ସେ ବର୍ତ୍ତମାନ ତଥା ଚିରକାଳ ସମର୍ଥ, କାରଣ ସେମାନଙ୍କ ନିମନ୍ତେ ଈଶ୍ୱରଙ୍କ ଛାମୁରେ ନିବେଦନ କରିବାକୁ ସେ ଚିରକାଳ ଜୀବିତ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ଯେଉଁମାନେ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ପାଖକୁ ଆସନ୍ତି, ସେମାନଙ୍କୁ ଯୀଶୁ ପରିତ୍ରାଣ ଦେଇ ପାରିବେ। ସେ ନିତ୍ୟ ଜୀବିତ ହେବାରୁ, ଲୋକେ ଯେତେବେଳେ ପରମେଶ୍ୱରଙ୍କ ପାଖକୁ ଆସିବେ, ଯୀଶୁ ସେମାନଙ୍କୁ ସର୍ବଦା ସାହାଯ୍ୟ କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ୱରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ಅಪ್ನಾಕ್ನಾ ದೆವಾಚ್ಯಾ ಜಗೊಳ್ ಯೆತಲ್ಯಾ ಲೊಕಾಕ್ನಿ ಜೆಜು ಕನ್ನಾಬಿ ರಾಕನ್ ಕರಿತ್ ರ್ಹಾತಾ, ಕಶ್ಯಾಕ್ ಮಟ್ಲ್ಯಾರ್, ತೊ ಜಿವನ್ ಕರ್ತಲೊ ಅನಿ ಲೊಕಾ ದೆವಾಕ್ಡೆ ಯೆತಾನಾ ತೆಂಕಾ ಮಜತ್ ಕರುಕ್ ತಯಾರ್ ಹೊವ್ನ್ ಹಾಯ್.