Hebrews 7:26 — Compare Translations
7 translations compared side by side
Odia - 1840
"ଅତଏବ, ଯୀଶୁଖ୍ରୀଷ୍ଟଙ୍କ ଭଳି ମହାୟାଜକ ଆମ୍ଭର ଆବଶ୍ଯକ ଥିଲା। ସେ ପବିତ୍ର, ତାହାଙ୍କଠା ରେ କୌଣସି ପାପ ନାହିଁ। ସେ ପବିତ୍ର ଓ ପାପୀମାନଙ୍କ ଦ୍ବାରା ପ୍ରଭାବିତ ନୁହଁନ୍ତି। ତାଙ୍କୁ ସ୍ବର୍ଗଠାରୁ ମଧ୍ଯ ଉଚ୍ଚସ୍ଥାନକୁ ନିଆ ଯାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏହିପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି ଆକାଶମଣ୍ତଳ ଉପରେ ଉଚ୍ଚୀକୃତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେବେ ଆମ୍ଭମାନଙ୍କର ସମସ୍ତ ଅଭାବ ପୂରଣ କରିବାକୁ ଯୀଶୁ ହିଁ ଏକମାତ୍ର ମହାଯାଜକ। ସେ ପବିତ୍ର, ପାପଦୋଷରହିତ, ପାପୀମାଦଙ୍କଠାରୁ ପଥକୀକୃତ, ଉଦ୍ଧ୍ୱର୍ତମ ସ୍ୱର୍ଗକୁ ଉନ୍ନୀତ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ, ଯୀଶୁ ଖ୍ରୀଷ୍ଟଙ୍କ ଭଳି ମହାଯାଜକ ଆମ୍ଭର ଆବଶ୍ୟକ ଥିଲା। ସେ ପବିତ୍ର, ତାହାଙ୍କଠାରେ କୌଣସି ପାପ ନାହିଁ। ସେ ପବିତ୍ର ଓ ପାପୀମାନଙ୍କ ଦ୍ୱାରା ପ୍ରଭାବିତ ନୁହନ୍ତି। ତାଙ୍କୁ ସ୍ୱର୍ଗଠାରୁ ମଧ୍ୟ ଉଚ୍ଚସ୍ଥାନକୁ ନିଆ ଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।
Odia IRV 2017 (ଓଡିଆ ବାଇବେଲ)
କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಕ್ರಿಸ್ತುಚ್ ಅಮ್ಕಾ ಪಾಜೆ ಹೊಲ್ಲೊ ಮೊಟೊ ಯಾಜಕ್, ತೊ ಪಾಪ್ ನಸಲ್ಲೊ, ಪರಿಶುದ್ದ್, ಬರೊ, ಪಾಪಾತ್ನಾ ಧುರ್ ಹೊತ್ತೊ ಹೊವ್ನ್ ಮಳ್ಬಾಕ್ಕಿಂತಾ ವೈಲೊ ಹೊವ್ನ್ ಹಾಯ್.