Hebrews 7:3 — Compare Translations

7 translations compared side by side

Odia - 1840
"କହେି ହେଲେ ମଲ୍କୀଷଦକଙ୍କେ ପିତା କି ମାତାଙ୍କ ବିଷୟ ରେ ଜାଣନ୍ତି ନାହିଁ ପୁଣି ସେ କେଉଁଠାରୁ ଆସିଛନ୍ତି, ସେ କବେେ ଜନ୍ମଗ୍ରହଣ କଲେ, ଓ କବେେ ମଲେ ତା'ମଧ୍ଯ କହେି ଜାଣନ୍ତି ନାହିଁ। ମଲ୍କୀଷଦକେ ପରମେଶ୍ବରଙ୍କ ପୁତ୍ର ଭଳି, ଓ ସେ ସଦା ସର୍ବଦା ପାଇଁ ଯାଜକ ହାଇେ ରହିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହାଙ୍କର ପିତା କି ମାତା କି ବଂଶାବଳୀ କିଅବା ଆୟୁର ଆରମ୍ଭ ଓ ଜୀବନର ଅ; କିଛି ହିଁ ଜଣା ନାହିଁ; ସେ ଈଶ୍ଵରଙ୍କ ପୁତ୍ରଙ୍କ ସଦୃଶ କରାଯାଇ ଅନନ୍ତକାଳୀନ ଯାଜକ ହୋଇ ରହିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମଲ୍‌କି-ସେଦକଙ୍କ ପିତାମାତା ବା ପୂର୍ବପୁରୁଷଙ୍କର କିମ୍ବା ତାଙ୍କ ଜନ୍ମ ଓ ମୃତ୍ୟ ସମ୍ବନ୍ଧରେ କୌଣସି ବିବରଣୀ ନାହିଁ। ସେ ଈଶ୍ୱରଙ୍କ ପୁତ୍ର ସଦୃଶ; ତାଙ୍କର ଯାଜକତ୍ୱ ଚିରନ୍ତନ।
Odia Bible ERV 2004 (ପବିତ୍ର ବାଇବଲ)
କେହିହେଲେ ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କ ପିତା କି ମାତାଙ୍କ ବିଷୟରେ ଜାଣନ୍ତି ନାହିଁ ପୁଣି ସେ କେଉଁଠାରୁ ଆସିଛନ୍ତି, ସେ କେବେ ଜନ୍ମଗ୍ରହଣ କଲେ, ଓ କେବେ ମଲେ ତା’ମଧ୍ୟ କେହି ଜାଣନ୍ତି ନାହିଁ। ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକ ପରମେଶ୍ୱରଙ୍କ ପୁତ୍ର ଭଳି, ଓ ସେ ସଦା ସର୍ବଦା ପାଇଁ ଯାଜକ ହୋଇ ରହିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହାଙ୍କର ପିତା କି ମାତା କି ବଂଶାବଳୀର କିଅବା ଆୟୁର ଆରମ୍ଭ ଓ ଜୀବନର ଅନ୍ତ କିଛି ହିଁ ଜଣା ନାହିଁ; ସେ ଈଶ୍ବରଙ୍କ ପୁତ୍ରଙ୍କ ସଦୃଶ କରାଯାଇ ଅନନ୍ତକାଳୀନ ଯାଜକ ହୋଇ ରହିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏହାଙ୍କର ପିତା କି ମାତା କି ବଂଶାବଳୀ କିଅବା ଆୟୁର ଆରମ୍ଭ ଓ ଜୀବନର ଅନ୍ତ କିଛି ହିଁ ଜଣା ନାହିଁ; ସେ ଈଶ୍ୱରଙ୍କ ପୁତ୍ରଙ୍କ ସଦୃଶ କରାଯାଇ ଅନନ୍ତକାଳୀନ ଯାଜକ ହୋଇ ରହିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮೆಲ್ಕಿಸೆದಕಾಕ್ ಬಾಬಾ, ಬಾಯ್ ಕೊನ್ ಮನ್ತಲೆ ಹೊಂವ್ದಿ ಅನಿ ತೊ ಕನ್ನಾ ಯೆಲ್ಲೊ, ಕನ್ನಾ ಉಪಾಜ್ಲೊ ಅನಿ ಕನ್ನಾ ಮರ್ಲೊ ಮನ್ತಲೆ ಕಾಯ್ಬಿ ಲಿವ್ನ್ ಥವಲ್ಲೆ ನಾ, ತೊ ದೆವಾಚ್ಯಾ ಪೊರಾ ಸಾರ್ಕೆ ಯಾಜಕ್ ಹೊವ್ನ್ ಸದಾಸರ್ವತಾಕ್ ಹಾಯ್.