Hebrews 7:4 — Compare Translations
7 translations compared side by side
Odia - 1840
"ମଲ୍କୀଷଦକେ କେତେ ମହାନ୍ ବ୍ଯକ୍ତି, ଭାବି ଦେଖ। ମହାନ ପିତା ଅବ୍ରହାମ ୟୁଦ୍ଧ ରେ ଯାହା କିଛି ଜିତି ଥିଲେ ତାର ଏକ ଦଶମାଂଶ ମଲ୍କୀଷଦକଙ୍କେୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭାବି ଦେଖ, ଏହି ବ୍ୟକ୍ତି କିପରି ମହାନ । ପିତୃକୁଳପତି ଅବ୍ରହାମ ତାହାଙ୍କୁ ସର୍ବୋତ୍କୃଷ୍ଟ ଲୁଟିତ ଦ୍ରବ୍ୟର ଦଶମାଂଶ ସୁଦ୍ଧା ଦେଇଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଚିନ୍ତା କର, ସେ କେଡ଼େ ମହାନ୍। ଆମ୍ଭମାନଙ୍କର ବିଖ୍ୟାତ ପୂର୍ବପୁରୁଷ ଅବ୍ରାହାମ ଯୁଦ୍ଧଲବ୍ଧ ଧନର ଏକ ଦଶମାଂଶ ତାଙ୍କୁ ଦାନ କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ମଲ୍କୀଷେଦକ କେତେ ମହାନ୍ ବ୍ୟକ୍ତି, ଭାବି ଦେଖ। ମହାନ ପିତା ଅବ୍ରହାମ ଯୁଦ୍ଧରେ ଯାହାକିଛି ଜିତି ଥିଲେ ତା’ର ଏକ ଦଶମାଂଶ ମଲ୍କୀଷେଦକଙ୍କୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭାବି ଦେଖ, ଏହି ବ୍ୟକ୍ତି କିପରି ମହାନ। ପିତୃକୁଳପତି ଅବ୍ରହାମ ତାହାଙ୍କୁ ଯୁଦ୍ଧରୁ ଆଣିଥିବା ସର୍ବୋତ୍କୃଷ୍ଟ ଦ୍ରବ୍ୟର ଦଶମାଂଶ ସୁଦ୍ଧା ଦେଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ଭାବି ଦେଖ, ଏହି ବ୍ୟକ୍ତି କିପରି ମହାନ। ପିତୃକୁଳପତି ଅବ୍ରହାମ ତାହାଙ୍କୁ ଯୁଦ୍ଧରୁ ଆଣିଥିବା ସର୍ବୋତ୍କୃଷ୍ଟ ଦ୍ରବ୍ୟର ଦଶମାଂଶ ସୁଦ୍ଧା ଦେଇଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚೊ ವಾಡ್ ವಡಿಲ್ ಅಬ್ರಾಹಾಮಾನ್ ಝಗ್ಡ್ಯಾತ್ ಅಪ್ನಿ ಜಿಕುನ್ ಹಾನಲ್ಯಾತ್ಲೆ ಧಾತ್ ಎಕ್ ಭಾಗ್ ತೆಕಾ ದಿಲ್ಯಾನ್; ತಸಿ ಹೊಲ್ಯಾರ್, ತೊ ಮೆಲ್ಕಿಜೆದೆಕ್ ಕವ್ಡೊ ಮೊಟೊ ಮನುನ್ ಚಿಂತಾ.