Hebrews 7:5 — Compare Translations
7 translations compared side by side
Odia - 1840
"ବ୍ଯବସ୍ଥା ଅନୁସାରେ ଲବେୀ ବଂଶର ଯାଜକମାନେ ଲୋକମାନଙ୍କଠାରୁ ଏକଦଶମାଂଶ ପାଇବା କଥା। ଯାଜକମାନେ ଏହି ଅଂଶ ନିଜେଲାକ ୟିହୁଦୀମାନଙ୍କଠାରୁ ନେଉଥିଲେ, ଯଦିଓ ଯାଜକ ଓ ତାହାଙ୍କ ଲୋକମାନେ ସମସ୍ତେ ଅବ୍ରହାମଙ୍କ ବଂଶଜ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲେବୀଙ୍କ ସନ୍ତାନମାନଙ୍କ ମଧ୍ୟରୁ ଯେଉଁମାନେ ଯାଜକପଦ ପ୍ରାପ୍ତ ହୁଅନ୍ତି, ସେମାନେ ବ୍ୟବସ୍ଥାନୁସାରେ ଲୋକମାନଙ୍କଠାରୁ, ଅର୍ଥାତ୍, ସେମାନଙ୍କ ଭାଇମାନଙ୍କ-ଠାରୁ ଦଶମାଂଶ ଗ୍ରହଣ କରିବାକୁ ଆଜ୍ଞା ପ୍ରାପ୍ତ ହୋଇଥାଆନ୍ତି; ସେମାନେ ଅବ୍ରହାମଙ୍କ ଔରସଜାତ ହେଲେ ହେଁ ସେମାନଙ୍କଠାରୁ ଏହା ଗ୍ରହଣ କରନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ଲେବୀଙ୍କର ଯେଉଁ ବଂଶଧରମାନେ ଯାଜକ କାର୍ଯ୍ୟକରନ୍ତି, ସେମାନେ ବ୍ୟବସ୍ଥାନ ନିର୍ଦ୍ଦେଶାନୁଯାୟୀ ଇଶ୍ରାଏଲୀୟମାନଙ୍କଠାରୁ ଦଶମାଂଶ ଦାନ ଗ୍ରହଣ କରନ୍ତି। ଇଶ୍ରାଏୀୟମାନେ ଅବ୍ରାହାମଙ୍କ ବଂଶଧର ଓ ଲେବୀମାନଙ୍କର ସ୍ୱଜାତି ହେଲେ ମଧ୍ୟ ସେମାନଙ୍କଠାରୁ ଏହି ଶୁଳ୍କ ଆଦାୟ କରାଯାଉଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ବ୍ୟବସ୍ଥା ଅନୁସାରେ ଲେବୀ ବଂଶର ଯାଜକମାନେ ଲୋକମାନଙ୍କଠାରୁ ଏକଦଶମାଂଶ ପାଇବା କଥା। ଯାଜକମାନେ ଏହି ଅଂଶ ନିଜଲୋକ ଯିହୂଦୀମାନଙ୍କଠାରୁ ନେଉଥିଲେ, ଯଦିଓ ଯାଜକ ଓ ତାହାଙ୍କ ଲୋକମାନେ ସମସ୍ତେ ଅବ୍ରହାମଙ୍କ ବଂଶଜ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲେବୀଙ୍କ ସନ୍ତାନମାନଙ୍କ ମଧ୍ୟରୁ ଯେଉଁମାନେ ଯାଜକପଦ ପ୍ରାପ୍ତ ହୁଅନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ଲୋକମାନଙ୍କଠାରୁ, ଅର୍ଥାତ୍, ସେମାନଙ୍କ ଭାଇମାନଙ୍କଠାରୁ ଦଶମାଂଶ ଗ୍ରହଣ କରିବାକୁ ଆଜ୍ଞା ପ୍ରାପ୍ତ ହୋଇଥାଆନ୍ତି ସେମାନେ ଅବ୍ରହାମଙ୍କ ଔରସଜାତ ହେଲେ ହେଁ ସେମାନଙ୍କଠାରୁ ଏହା ଗ୍ରହଣ କରନ୍ତି;
Odia IRV 2017 (ଓଡିଆ ବାଇବେଲ)
ଲେବୀଙ୍କ ସନ୍ତାନମାନଙ୍କ ମଧ୍ୟରୁ ଯେଉଁମାନେ ଯାଜକପଦ ପ୍ରାପ୍ତ ହୁଅନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ଲୋକମାନଙ୍କଠାରୁ, ଅର୍ଥାତ୍, ସେମାନଙ୍କ ଭାଇମାନଙ୍କଠାରୁ ଦଶମାଂଶ ଗ୍ରହଣ କରିବାକୁ ଆଜ୍ଞା ପ୍ରାପ୍ତ ହୋଇଥାଆନ୍ତି ସେମାନେ ଅବ୍ରହାମଙ୍କ ଔରସଜାତ ହେଲେ ହେଁ ସେମାନଙ୍କଠାରୁ ଏହା ଗ୍ରହଣ କରନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೆವಿಚ್ಯಾ ಲೊಕಾಕ್ನಿ ಯಾಜಕ್ ಹೊತ್ತೊ ಇಸ್ರಾಯೆಲಾಚ್ಯಾಕ್ನಾ ಧಾತ್ಲೊ ಎಕ್ ಭಾಗ್ ಘೆವ್ಚೆ ಮನುನ್ ಮೊಯ್ಜೆಚೆ ಖಾಯ್ದೆ ಸಾಂಗ್ತಾ, ಯಾಜಕ್ ಅಪ್ಲ್ಯಾ ಸ್ವತಾಚ್ಯಾ ಲೊಕಾಂಚ್ಯಾಕ್ನಾಚ್ ತೆ ಗೊಳಾ ಕರುನ್ ಘೆತಾ ಅನಿ ತೆಂಚಿ ಲೊಕಾ ಅಬ್ರಾಹಾಮಾಚ್ಯಾ ಘರಾನಾಚೆ ಹೊವ್ನ್ ಹಾತ್.