Hebrews 7:6 — Compare Translations
7 translations compared side by side
Odia - 1840
"ମଲ୍କୀଷଦକେ ଲବେୀ ବଂଶର ନ ଥିଲେ। ତଥାପି ସେ ଅବ୍ରହାମଙ୍କଠାରୁ ଏକଦଶମାଂଶ ପାଇଲେ। ଓ ସେ ପରମେଶ୍ବରଙ୍କ ପ୍ରତିଜ୍ଞାର ଅଧିକାରୀ ଅବ୍ରହାମଙ୍କୁ ଆଶୀର୍ବାଦ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଏହି ଯେଉଁ ବ୍ୟକ୍ତି ସେମାନଙ୍କ ବଂଶାବଳୀର ଅନ୍ତର୍ଗତ ନୁହନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମଲ୍କିସେଦକ ଲେବୀ ବଂଶୀୟ ନ ଥିଲେ ସୁଦ୍ଧା, ସେ ଈଶ୍ୱରଙ୍କ ପ୍ରତିଶ୍ରୁତିପ୍ରାପ୍ତ ଅବ୍ରାହାମଙ୍କଠାରୁ ଏକ ଦଶମାଂସ ଦାନ ଗ୍ରହଣ କରି ତାଙ୍କୁ ଆଶୀର୍ବାଦ କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ମଲ୍କୀଷେଦକ ଲେବୀ ବଂଶର ନ ଥିଲେ। ତଥାପି ସେ ଅବ୍ରହାମଙ୍କଠାରୁ ଏକଦଶମାଂଶ ପାଇଲେ। ଓ ସେ ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀ ଅବ୍ରହାମଙ୍କୁ ଆଶୀର୍ବାଦ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମଲ୍କୀଷେଦକ, ଲେବୀୟ ବଂଶାବଳୀର ଅନ୍ତର୍ଗତ ନୁହଁନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମଲ୍କୀଷେଦକ, ଲେବୀୟ ବଂଶାବଳୀର ଅନ୍ତର୍ଗତ ନୁହଁନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮೆಲ್ಕಿಸೆದೆಕ್ ಲೆವಿಚ್ಯಾ ಘರಾನಾಚೊ ಹೊವ್ನ್ ನತ್ತೊ, ಹೊಲ್ಯಾರ್ಬಿ ತೆನಿ ಅಬ್ರಾಹಾಮಾಕ್ನಾ ಧಾತ್ಲೊ ಎಕ್ ವಾಟೊ ಘೆಟಲ್ಯಾನ್, ದೆವಾಕ್ನಾ ವಚನ್ ಘೆಟಲ್ಯಾ ಅಬ್ರಾಹಾಮಾಕ್ ತೆನಿ ಆಶಿರ್ವಾದ್ ದಿಲ್ಯಾನ್.