Hebrews 7:8 — Compare Translations

7 translations compared side by side

Odia - 1840
"ଯାଜକମାନେ ଲୋକମାନଙ୍କଠାରୁ ଏକଦଶମାଂଶ ପାଆନ୍ତି, କିନ୍ତୁ ସମାନେେ ସାଧାରଣ ମନୁଷ୍ଯ ପରି ବଞ୍ଚି ପରିଶଷେ ରେ ମୃତ୍ଯୁ ବରଣ କରନ୍ତି। କିନ୍ତୁ ଅବ୍ରହାମଙ୍କଠାରୁ ଏକଦଶମାଂଶ ପାଇଥିବା ମଲ୍କୀଷଦକେ ଶାସ୍ତ୍ର ଅନୁସାରେ ଏବେ ମଧ୍ଯ ଜୀବିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ସ୍ଥଳରେ ମର୍ତ୍ତ୍ୟ ମନୁଷ୍ୟମାନେ ଦଶମାଂଶ ଗ୍ରହଣ କରିଥାଆନ୍ତି, କିନ୍ତୁ ସେ ସ୍ଥଳରେ ଗ୍ରହଣ କରିଥିବା ବ୍ୟକ୍ତିଙ୍କ ବିଷୟରେ ସାକ୍ଷ୍ୟ ଦିଆଯାଏ ଯେ, ସେ ଅମର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏକ ଦଶମାଂଶ ଦାନ ଗ୍ରହଣକାରୀ ଯାଜକମାନେ ମରଣଶୀଳ ମନୁଷ୍ୟମାତ୍ର, କିନ୍ତୁ ଶାସ୍ତ୍ର ବାକ୍ୟ ଅନୁଯାୟୀ ଏକ ଦଶମାଂଶ ଦାନ ଗ୍ରହଣକାରୀ ମଲ୍କିସେଦକ ଅମର।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକମାନେ ଲୋକମାନଙ୍କଠାରୁ ଏକଦଶମାଂଶ ପାଆନ୍ତି, କିନ୍ତୁ ସେମାନେ ସାଧାରଣ ମନୁଷ୍ୟ ପରି ବଞ୍ଚି ପରିଶେଷରେ ମୃତ୍ୟୁ ବରଣ କରନ୍ତି। କିନ୍ତୁ ଅବ୍ରହାମଙ୍କଠାରୁ ଏକଦଶମାଂଶ ପାଇଥିବା ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକ ଶାସ୍ତ୍ର ଅନୁସାରେ ଏବେ ମଧ୍ୟ ଜୀବିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏ ସ୍ଥଳରେ ମର୍ତ୍ତ୍ୟ ମନୁଷ୍ୟମାନେ ଦଶମାଂଶ ଗ୍ରହଣ କରିଥାଆନ୍ତି, କିନ୍ତୁ ସେ ସ୍ଥଳରେ ଗ୍ରହଣ କରିଥିବା ବ୍ୟକ୍ତିଙ୍କ ବିଷୟରେ ସାକ୍ଷ୍ୟ ଦିଆଯାଏ ଯେ, ସେ ଅମର।
Odia IRV 2017 (ଓଡିଆ ବାଇବେଲ)
ଏ ସ୍ଥଳରେ ମରଣଶୀଳ ମନୁଷ୍ୟ ଯେ ଦଶମାଂଶ ଗ୍ରହଣ କରିଥାଆନ୍ତି, ଦିନେ ମୃତ୍ୟୁବରଣ କରିବ, କିନ୍ତୁ ସେ ସ୍ଥଳରେ ଯେ ଅବ୍ରହାମଙ୍କ ଦଶମାଂଶ ଗ୍ରହଣ କରିଥିଲେ ସେହି ବ୍ୟକ୍ତିଙ୍କ ବିଷୟରେ ସାକ୍ଷ୍ୟ ଦିଆଯାଏ ଯେ, ସେ ଅମର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಬ್ರಾಹಾಮಾಕ್ನಾ ಧಾತ್ಲೊ ಎಕ್ ಭಾಗ್ ಘೆಟಲ್ಲೊ ಮೆಲ್ಕಿಜೆದೆಕ್ ಝಿತ್ತೊಚ್ ರ್‍ಹಾತಾ ಮನ್ತಲ್ಯಾಕ್ ಸಾಕ್ಷಿ ದಿಲ್ಲಿ ಹಾಯ್, ಖರೆ ಹಿ ಯಾಜಕಾ ಧಾತ್ಲೊ ಎಕ್ ವಾಟೊ ಘೆತಾತ್ ಅನಿ ಉಲ್ಲೆಚ್ ದಿಸ್ ಜಿವಾನ್ ರ್‍ಹಾವ್ನ್ ಮಾನಾ ಲಗ್ಗುನಾಚ್ ಮರುನ್ ಜಾತಾತ್ ಮನುನ್ ಪವಿತ್ರ್ ಪುಸ್ತಕಾತ್ ಲಿವಲ್ಲೆ ಹಾಯ್.