Hebrews 7:9 — Compare Translations
7 translations compared side by side
Odia - 1840
"ଲବେୀ ଲୋକମାନଙ୍କଠାରୁ ଏକଦଶମାଂଶ ଗ୍ରହଣ କରନ୍ତି। କିନ୍ତୁ ଆମ୍ଭେ କହିପାରିବା ଯେ, ଯେତବେେଳେ ଅବ୍ରହାମ ମଲ୍କୀଷଦକଙ୍କେୁ ଦଶମାଂଶ ଦେଲେ, ତା'ର ଅର୍ଥ ଲବେୀ ମଧ୍ଯ ତାହା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କହିବାକୁ ଗଲେ ଯେଉଁ ଲେବୀ ଦଶମାଂଶ ଗ୍ରହଣ କରନ୍ତି, ସେ ମଧ୍ୟ ଅବ୍ରହାମଙ୍କ ଦ୍ଵାରା ଦଶମାଂଶ ଦେଇଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ଅତଏବ ଅବ୍ରାହାମ ମଲ୍କିସେଦକଙ୍କୁ ଦଶମାଂଶ ଦାନ ଦେଲାବେଳେ, ଯେଉଁ ଲେବୀଙ୍କର ବଂଶଧର ଯାଜକମାନେ ବର୍ତ୍ତମାନ ଦଶମାଂଶ ଦାନ ଗ୍ରହଣ କରୁଛନ୍ତି, ସେହି ଲେବୀ ମଧ୍ର ମଲ୍କିସେଦକଙ୍କୁ ଉକ୍ତ ଦାନ ଦେଇଥିଲେ ବୋଲି କୁହାଯାଇପାରେ।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀ ଲୋକମାନଙ୍କଠାରୁ ଏକଦଶମାଂଶ ଗ୍ରହଣ କରନ୍ତି। କିନ୍ତୁ ଆମ୍ଭେ କହିପାରିବା ଯେ, ଯେତେବେଳେ ଅବ୍ରହାମ ମଲ୍କୀଷେଦକଙ୍କୁ ଦଶମାଂଶ ଦେଲେ, ତା’ର ଅର୍ଥ ଲେବୀ ମଧ୍ୟ ତାହା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କହିବାକୁ ଗଲେ ଯେଉଁ ଲେବୀ ଦଶମାଂଶ ଗ୍ରହଣ କରନ୍ତି, ସେ ମଧ୍ୟ ଅବ୍ରହାମଙ୍କ ଦ୍ୱାରା ଦଶମାଂଶ ଦେଇଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ପୁଣି, କହିବାକୁ ଗଲେ ଯେଉଁ ଲେବୀ ଦଶମାଂଶ ଗ୍ରହଣ କରନ୍ତି, ସେ ମଧ୍ୟ ଅବ୍ରହାମଙ୍କ ଦ୍ୱାରା ଦଶମାଂଶ ଦେଇଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೆವಿ ಅನಿ ಲೊಕಾಂಚ್ಯಾಕ್ನಾ ಧಾತ್ಲೊ ಎಕ್ ವಾಟೊ ಕಾಡುನ್ ಘೆತಾತ್ ಹೊಲ್ಯಾರ್, ಅಬ್ರಾಹಾಮಾನ್ ಮೆಲ್ಕಿಜೆದೆಕಾಕ್ ಧಾತ್ಲೊ ಎಕ್ ಭಾಗ್ ದಿಲ್ಯಾನ್ ಮಟ್ಲ್ಯಾರ್ ಲೆವಿನುಚ್ ದಿಲೆಸೆ ಹೊಲೆ ಮನುನ್ ಸಾಂಗುಚೆ.