Hebrews 8:1 — Compare Translations
7 translations compared side by side
Odia - 1840
"ଆମ୍ଭେ ଯାହା କିଛି କହୁଛୁ, ତାର ସାର ମର୍ମ ହେଲା ଯେ, ଆମ୍ଭମାନଙ୍କର ଏଭଳି ଜଣେ ମହାୟାଜକ ଅଛନ୍ତି, ଯେ ସ୍ବର୍ଗର ପରମେଶ୍ବରଙ୍କ ସିଂହାସନର ଦକ୍ଷିଣ ପାଶର୍ବ ରେ ବସି ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ଵର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ହୋଇଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ୍ଭମାନଙ୍କ କଥାର ସାରମର୍ମ ହେଉଛି, ଆମେ ଯେଉଁ ମହାଯାଜକଙ୍କୁ ପାଇଛୁ, ସେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାଶ୍ୱର୍ରେ ଉପବିଷ୍ଟ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଆମ୍ଭର ମହାଯାଜକ ଆମ୍ଭେ ଯାହାକିଛି କହୁଛୁ, ତା’ର ସାରମର୍ମ ହେଲା ଯେ, ଆମ୍ଭମାନଙ୍କର ଏଭଳି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗର ପରମେଶ୍ୱରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ବସି ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಸಾಂಗಲ್ಲೆ ಕಾಯ್ ಮಟ್ಲ್ಯಾರ್, ಅಮ್ಕಾ ಎಕ್ ಮೊಟೊ ಯಾಜಕ್ ಹಾಯ್ ಅನಿ ತೊ ಸರ್ಗಾತ್ ದೆವಾಚ್ಯಾ ಸಿವಾಸನಾಚ್ಯಾ ಉಜ್ಜ್ಯಾ ಭಾಜುಕ್ ಅತ್ತಾ ಬಸುನ್ ಹಾಯ್ ಮನ್ತಲೆ ಅಮಿ ತುಮ್ಕಾ ಸಾಂಗ್ತಲೆ ಮುಖ್ಯ್ ಹೊಲ್ಲಿ ಖಬರ್ ಹಾಯ್.