Hebrews 8:10 — Compare Translations
7 translations compared side by side
Odia - 1840
"ଏହି ନୂତନ ନିୟମଟି ମୁଁ ଇଶ୍ରାୟେଲର ଲୋକଙ୍କ ସହତ କରିବି, ଏହି ନିୟମଟି ମୁଁ ଭବିଷ୍ଯତ ରେ କରିବି ପ୍ରଭୁ କୁହନ୍ତି: ମୁଁ ସମାନଙ୍କେ ମନ ରେ ଆପଣା ବ୍ଯବସ୍ଥା ଦବେି ସମାନଙ୍କେ ହୃଦୟ ରେ ସହେିସବୁ ଲେଖିବି। ମୁଁ ସମାନଙ୍କେ ପରମେଶ୍ବର ହବେି, ଓ ସମାନେେ ମାରେ ଲୋକ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରଭୁଙ୍କ କଥା ଏହି, ସେହି ସମୟ ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ମନରେ ଆପଣା ବ୍ୟବସ୍ଥା ଦେବା, ସେମାନଙ୍କ ହୃଦୟରେ ସେହିସବୁ ଲେଖିବା,
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ କହନ୍ତି, ମୁଁ ଭବିଷ୍ୟତରେ ଈଶ୍ରାଲଲର ଲୋକଙ୍କ ସଙ୍ଗରେ ଲହି ନିୟମ କରିବି: ମୁଁ ମୋର ବ୍ୟବସ୍ଥା ସେମାନଙ୍କ ମାନସପଟରେ ଓ ହୃଦୟ ଫଳକରେ ଲେଖିବି। ମୁଁ ସେମାନଙ୍କର ଈଶ୍ୱର ହେବି, ସେମାନେ ମୋର ଲୋକ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ନୂତନ ନିୟମଟି ମୁଁ ଇସ୍ରାଏଲର ଲୋକଙ୍କ ସହତ କରିବି, ଏହି ନିୟମଟି ମୁଁ ଭବିଷ୍ୟତରେ କରିବି ପ୍ରଭୁ କୁହନ୍ତି: ମୁଁ ସେମାନଙ୍କ ମନରେ ଆପଣା ବ୍ୟବସ୍ଥା ଦେବି ସେମାନଙ୍କ ହୃଦୟରେ ସେହିସବୁ ଲେଖିବି। ମୁଁ ସେମାନଙ୍କ ପରମେଶ୍ୱର ହେବି, ଓ ସେମାନେ ମୋର ଲୋକ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରଭୁଙ୍କ କଥା ଏହି, ସେହି ସମୟ ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ମନରେ ଆପଣା ବ୍ୟବସ୍ଥା ଦେବା, ସେମାନଙ୍କ ହୃଦୟରେ ସେହିସବୁ ଲେଖିବା,
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରଭୁଙ୍କ କଥା ଏହି, ସେହି ସମୟ ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ମନରେ ଆପଣା ମୋଶାଙ୍କ ବ୍ୟବସ୍ଥା ଦେବା, ସେମାନଙ୍କ ହୃଦୟରେ ସେହି ସବୁ ଲେଖିବା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಇಸ್ರಾಯೆಲ್ ಲೊಕಾಂಚ್ಯಾ ವಾಂಗ್ಡಾ ಯೆತಲ್ಯಾ ದಿಸಾತ್ನಿ ಕರುನ್ ಘೆತಲೆ ಕರಾಕ್ ಅಶೆ ಹಾಯ್! ಮಾಜೊ ಹುಕುಮ್ ತೆಂಚ್ಯಾ ಮನಾತ್ ಥವ್ತಾ; ಅನಿ ತೆಂಚ್ಯಾ ಮನಾತ್ನಿ ವೈರ್ ಲಿವ್ತಾ, ಮಿಯಾ ತೆಂಚೊ ದೆವ್ ಹೊವ್ನ್ ರ್ಹಾತಾ, ತೆನಿ ಮಾಜಿ ಲೊಕಾ ಹೊವ್ನ್ ರ್ಹಾತ್ಯಾತ್.