Hebrews 8:11 — Compare Translations
7 translations compared side by side
Odia - 1840
"ଏହାପରେ ପୁନର୍ବାର କହେି ନଜ ଭାଇ ବା ପରମେଶ୍ବରଙ୍କ ଅନ୍ଯଲୋକମାନଙ୍କୁ ଶିକ୍ଷା ଦବେେ ନାହିଁ କିମ୍ବା ପ୍ରଭୁଙ୍କୁ ଜାଣିବା ନିମନ୍ତେ କିଛି କହିବା ଆବଶ୍ଯକ ହବେ ନାହିଁ, କାହିଁକି? କାରଣ ସାନଠାରୁ ବଡ଼ ପର୍ୟ୍ଯନ୍ତ ସମାନେେ ସମସ୍ତେ ମାେତେ ଜାଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ସେମାନଙ୍କ ଈଶ୍ଵର ହେବା, ସେମାନେ ଆମ୍ଭର ଲୋକ ହେବେ; ପୁଣି, ପ୍ରଭୁଙ୍କୁ ଜାଣ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ସହନଗର-ବାସୀଙ୍କୁ, ଆଉ ପ୍ରତ୍ୟେକେ ଆପଣା ଆପଣା ଭାଇଙ୍କୁ ଶିକ୍ଷା ଦେବେ ନାହିଁ, ଯେଣୁ ସାନଠାରୁ ବଡ଼ ପର୍ଯ୍ୟନ୍ତ ସେମାନେ ସମସ୍ତେ ଆମ୍ଭକୁ ଜାଣିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ସେମାନେ ପ୍ରତିବାସୀମାନଙ୍କୁ ଶିକ୍ଷା ଦେବା ଆବଶ୍ୟକ ହେବ ନାହିଁ, କିମ୍ବା ଦେଶବାସୀଙ୍କୁ ‘ପ୍ରଭୁଙ୍କ ପରିଚୟ ଲାଭ କର’ ଏ କଥା କହିବା ଆବଶ୍ୟକ ହେବ ନାହିଁ, କାରଣ ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ମୋର ପରିଚୟ ପାଇଥିବେ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ପୁନର୍ବାର କେହି ନିଜ ଭାଇ ବା ପରମେଶ୍ୱରଙ୍କ ଅନ୍ୟଲୋକମାନଙ୍କୁ ଶିକ୍ଷା ଦେବେ ନାହିଁ କିମ୍ବା ପ୍ରଭୁଙ୍କୁ ଜାଣିବା ନିମନ୍ତେ କିଛି କହିବା ଆବଶ୍ୟକ ହେବ ନାହିଁ, କାହିଁକି? କାରଣ ସାନଠାରୁ ବଡ଼ ପର୍ଯ୍ୟନ୍ତ ସେମାନେ ସମସ୍ତେ ମୋତେ ଜାଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ସେମାନଙ୍କ ଈଶ୍ବର ହେବା, ସେମାନେ ଆମ୍ଭର ଲୋକ ହେବେ, ପୁଣି, ପ୍ରଭୁଙ୍କୁ ଜାଣ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ସହନଗରବାସୀଙ୍କୁ, ଆଉ ପ୍ରତ୍ୟେକେ ଆପଣା ଆପଣା ଭାଇଙ୍କୁ ଶିକ୍ଷା ଦେବେ ନାହିଁ, ଯେଣୁ ସାନଠାରୁ ବଡ଼ ପର୍ଯ୍ୟନ୍ତ ସେମାନେ ସମସ୍ତେ ଆମ୍ଭକୁ ଜାଣିବେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ସେମାନଙ୍କ ଈଶ୍ୱର ହେବା, ସେମାନେ ଆମ୍ଭର ଲୋକ ହେବେ ପୁଣି, ପ୍ରଭୁଙ୍କୁ ଜାଣ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ସହନଗରବାସୀଙ୍କୁ, ଆଉ ପ୍ରତ୍ୟେକେ ଆପଣା ଆପଣା ଭାଇଙ୍କୁ ଶିକ୍ଷା ଦେବେ ନାହିଁ, ଯେଣୁ ସାନଠାରୁ ବଡ଼ ପର୍ଯ୍ୟନ୍ତ ସେମାନେ ସମସ୍ତେ ଆମ୍ଭକୁ ଜାଣିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ಲೊಬಿ ಭಾವಾಕ್ ಹೊಂವ್ದಿ, ದುಸ್ರ್ಯಾಕ್ ಹೊಂವ್ದಿ ಕಾಯ್ ಶಿಕ್ವುತಲೆ ರ್ಹಾಯ್ನಾ, ದೆವಾಕ್ ಕಳ್ದುನ್ ಘೆವಾ ಮನ್ತಲೆ ರ್ಹಾಯ್ನಾ, ಕಶ್ಯಾಕ್ ಮಟ್ಲ್ಯಾರ್ ಲೈ ಮುಖ್ಯ್ ಹೊತ್ತ್ಯಾಂಚ್ಯಾಕ್ನಾ ಲೈ ಕಮಿಚ್ಯಾ ಮಾನ್ಸಾನ್ ಸಾಂಗಲ್ಲೆ ಸಗ್ಳ್ಯಾನಿಬಿ ಮಾಕಾ ವಳಕ್ತಾತ್.