Hebrews 8:12 — Compare Translations
7 translations compared side by side
Odia - 1840
"ଓ ମାେ ବିରୁଦ୍ଧ ରେ କରିଥିବା ଦୋଷ ସବୁ ମୁଁ କ୍ଷମା କରି ଦବେି, ଏବଂ ମୁଁ ସମାନଙ୍କେ ପାପଗୁଡ଼ିକୁ ଆଉ ଅଧିକ ମନେ ରଖିବି ନାହିଁ। ୟିରିମିୟ 31:31-34"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ସେମାନଙ୍କର ଅଧର୍ମ ପ୍ରତି ସଦୟ ହେବା, ପୁଣି, ସେମାନଙ୍କର ପାପସବୁ ଆଉ ସ୍ମରଣରେ ଆଣିବା ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ସେମାନଙ୍କର ସମସ୍ତ ପାପ କ୍ଷମା କରିବି ଓ ସେମାନଙ୍କର କୌଣସି ଅନ୍ୟାୟ ସ୍ମରଣରେ ରଖିବ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଓ ମୋ’ ବିରୁଦ୍ଧରେ କରିଥିବା ଦୋଷ ସବୁ ମୁଁ କ୍ଷମା କରିଦେବି, ଏବଂ ମୁଁ ସେମାନଙ୍କ ପାପଗୁଡ଼ିକୁ ଆଉ ଅଧିକ ମନେ ରଖିବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେ ସେମାନଙ୍କର ଅଧର୍ମ ପ୍ରତି ସଦୟ ହେବା, ପୁଣି, ସେମାନଙ୍କର ପାପସବୁ ଆଉ ସ୍ମରଣରେ ଆଣିବା ନାହିଁ।”
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେ ସେମାନଙ୍କର ଅଧର୍ମ ପ୍ରତି ସଦୟ ହେବା, ପୁଣି, ପାପସବୁ ଆଉ ସ୍ମରଣରେ ଆଣିବା ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಮಾಕಾ ವಿರೊಧ್ ಹೊವ್ನ್ ಕರ್ತಲಿ ಬುರ್ಶಿ ಕಾಮಾ ಮಿಯಾ ಮಾಪ್ ಕರ್ತಾ, ತೆನಿ ಕರಲಿ ಚುಕ್ ಮಿಯಾ ಯಾದ್ಬಿ ಕರಿನಾ.