Hebrews 8:13 — Compare Translations

7 translations compared side by side

Odia - 1840
"ପରମେଶ୍ବର ଏହାକୁ ନୂତନ ନିୟମ ବୋଲି କହି, ପ୍ରଥମ ନିୟମଟିକୁ ପୁରାତନ ନିୟମ କରି ଅଛନ୍ତି। ଯେଉଁ ବିଷୟସବୁ ପୁରାତନ ଓ ଅକାମୀ ହାଇଯୋଇଛି, ତାହା ଅତିଶୀଘ୍ର ଲୋପ ପାଇୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ନୂତନ ନିୟମ ବୋଲି କହିବା ଦ୍ଵାରା ପ୍ରଥମକୁ ପୁରାତନ କରିଅଛନ୍ତି; ଆଉ ଯାହା ପୁରାତନ ଓ ଜୀର୍ଣ୍ଣ ହୋଇଯାଉଅଛି, ତାହାର ଅନ୍ତର୍ହିତ ହେବାର ସମୟ ସନ୍ନିକଟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାକୁ ନୂତନ ବୋଲି ଉଲ୍ଲେଖ କରିବା ଦ୍ୱାରା ଈଶ୍ୱର ପ୍ରଥମଟିକୁ ପୁରାତନ ଓ ଅପ୍ରଚଳିତ, ତାହା ଶୀଘ୍ର ଲୋକ ପାଇବା।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଏହାକୁ ନୂତନ ନିୟମ ବୋଲି କହି, ପ୍ରଥମ ନିୟମଟିକୁ ପୁରାତନ ନିୟମ କରି ଅଛନ୍ତି। ଯେଉଁ ବିଷୟସବୁ ପୁରାତନ ଓ ଅକାମୀ ହୋଇଯାଇଛି, ତାହା ଅତିଶୀଘ୍ର ଲୋପ ପାଇଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ “ନୂତନ ନିୟମ” ବୋଲି କହିବା ଦ୍ୱାରା ପ୍ରଥମକୁ ପୁରାତନ କରିଅଛନ୍ତି; ଆଉ ଯାହା ପୁରାତନ ଓ ଜୀର୍ଣ୍ଣ ହୋଇଯାଉଅଛି, ତାହାର ଲୋପ ହେବାର ସମୟ ସନ୍ନିକଟ।
Odia IRV 2017 (ଓଡିଆ ବାଇବେଲ)
ସେ ନୂତନ ନିୟମ ବୋଲି କହିବା ଦ୍ୱାରା ପ୍ରଥମକୁ ପୁରାତନ କରିଅଛନ୍ତି; ଆଉ ଯାହା ପୁରାତନ ଓ ଜୀର୍ଣ୍ଣ ହୋଇଯାଉଅଛି, ତାହାର ଲୋପ ହେବାର ସମୟ ସନ୍ନିକଟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಹೆ ನ್ಹವೊ ಕರಾರ್ ಕನ್ನಾಬಿ ಮನುನ್ ಸಾಂಗ್ಲ್ಯಾನ್, ತಸೆ ಹೊವ್ನ್ ಅದ್ದಿಚೊ ಕರಾರ್ ಜಿರ್ನ್ ಹೊವ್ನ್ ನಸ್ಟ್ ಹೊತಾ.