Hebrews 8:2 — Compare Translations
7 translations compared side by side
Odia - 1840
"ଆମ୍ଭର ମହାୟାଜକ ମହାପବିତ୍ର ସ୍ଥାନ311 ରେ ସବୋ କାର୍ୟ୍ଯ କରନ୍ତି। ସେ ଲୋକମାନଙ୍କ ହସ୍ତ ନିର୍ମିତ ସ୍ଥାନ ରେ ନୁହେଁ, ମାତ୍ର ପରମେଶ୍ବରଙ୍କ ଦ୍ବାରା ନିର୍ମିତ ସହେି ଉପାସନା ସ୍ଥଳ ରେ ସବୋ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମହାପବିତ୍ର ସ୍ଥାନର ପୁଣି ଯେଉଁ ଯଥାର୍ଥ ତମ୍ଭୁ ମନୁଷ୍ୟ ଦ୍ଵାରା ସ୍ଥାପିତ ନ ହୋଇ ପ୍ରଭୁଙ୍କ ଦ୍ଵାରା ସ୍ଥାପିତ ହୋଇଅଛି, ସେଥିର ସେବକ ଅଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଯେଉଁ ମହାପବିତ୍ର ସ୍ଥାନରେ ସ୍ଥାପିତ ତମ୍ବୁ ତଳେ ମହାଯାଜକ ଭାବରେ କାର୍ଯ୍ୟ କରନ୍ତି, ତାହା ମନୁଷ୍ୟ ଦ୍ୱାରା ନିର୍ମିତ ନୁହେଁ, ତାହାକୁ ଈଶ୍ୱର ସ୍ଥାପନ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ମହାଯାଜକ ମହାପବିତ୍ର ସ୍ଥାନ ରେ ସେବା କାର୍ଯ୍ୟ କରନ୍ତି। ସେ ଲୋକମାନଙ୍କ ହସ୍ତ ନିର୍ମିତ ସ୍ଥାନରେ ନୁହେଁ, ମାତ୍ର ପରମେଶ୍ୱରଙ୍କ ଦ୍ୱାରା ନିର୍ମିତ ସେହି ଉପାସନା ସ୍ଥଳରେ ସେବା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମହାପବିତ୍ର ସ୍ଥାନର ପୁଣି, ଯେଉଁ ଯଥାର୍ଥ ତମ୍ବୁ ମନୁଷ୍ୟ ଦ୍ୱାରା ସ୍ଥାପିତ ନ ହୋଇ ପ୍ରଭୁଙ୍କ ଦ୍ୱାରା ସ୍ଥାପିତ ହୋଇଅଛି, ସେଥିର ସେବକ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ମହାପବିତ୍ର ସ୍ଥାନର ପୁଣି, ଯେଉଁ ଯଥାର୍ଥ ତମ୍ବୁ ମନୁଷ୍ୟ ଦ୍ୱାରା ସ୍ଥାପିତ ନ ହୋଇ ପ୍ରଭୁଙ୍କ ଦ୍ୱାରା ସ୍ଥାପିତ ହୋଇଅଛି, ସେଥିର ସେବକ ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಕ್ರಿಸ್ತ್ ಲೈ ಪವಿತ್ರ್ ಜಾಗೊ ಮಟ್ಲ್ಯಾರ್, ಮಾನ್ಸಾಂಚ್ಯಾಕ್ನಾ ತಯಾರ್ ಹೊಯ್ನಸ್ತಾನಾ ದೆವಾನುಚ್ ತಯಾರ್ ಕರಲ್ಲ್ಯಾ ಬರೊ ದೆವ್ ದಿಸ್ತಲ್ಯಾ ಖರ್ಯಾ ಘರಾತ್ ಸೆವಾ ಕರುಕ್ ಲಾಗಲ್ಲೊ ಹಾಯ್.