Hebrews 8:3 — Compare Translations
7 translations compared side by side
Odia - 1840
"ପରମେଶ୍ବରଙ୍କୁ ଦାନ ଓ ବଳି ଉତ୍ସର୍ଗ କରିବା ପ୍ରେତ୍ୟକକ ମହାୟାଜକଙ୍କ କାମ ଅଟେ। ଅତଏବ ଆମ୍ଭର ମହାୟାଜକ ମଧ୍ଯ ପରମେଶ୍ବରଙ୍କୁ କିଛି ଉତ୍ସର୍ଗ କରିବା କଥା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରତ୍ୟେକ ମହାଯାଜକ ଦାନ ଓ ବଳି ଉଭୟ ଉତ୍ସର୍ଗ କରିବାକୁ ନିଯୁକ୍ତ ହୁଅନ୍ତି, ଅତଏବ ଏହି ମହାଯାଜକଙ୍କର ମଧ୍ୟ ଉତ୍ସର୍ଗ କରିବା ନିମନ୍ତେ କିଛି ଥିବା ଆବଶ୍ୟକ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରତ୍ୟେକମହାଯାଜକ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଓ ପ୍ରଶୁବଳି ଉତ୍ସର୍ଗ କରିବାକୁ ନିଯୁକ୍ତ ହାଇଥାନ୍ତି। ତେଣୁ ଆମର ମହାଯାଜକ ମଧ୍ୟ ସେପରି କିଛି ନୈବେଦ୍ୟ ଉତ୍ସର୍ଗ କରିବା ଆବଶ୍ୟକ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କୁ ଦାନ ଓ ବଳି ଉତ୍ସର୍ଗ କରିବା ପ୍ରତ୍ୟେକ ମହାଯାଜକଙ୍କ କାମ ଅଟେ। ଅତଏବ ଆମ୍ଭର ମହାଯାଜକ ମଧ୍ୟ ପରମେଶ୍ୱରଙ୍କୁ କିଛି ଉତ୍ସର୍ଗ କରିବା କଥା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରତ୍ୟେକ ମହାଯାଜକ ଦାନ ଓ ବଳି ଉଭୟ ଉତ୍ସର୍ଗ କରିବାକୁ ନିଯୁକ୍ତ ହୁଅନ୍ତି, ଅତଏବ ଏହି ମହାଯାଜକଙ୍କର ମଧ୍ୟ ଉତ୍ସର୍ଗ କରିବା ନିମନ୍ତେ କିଛି ଥିବା ଆବଶ୍ୟକ।
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରତ୍ୟେକ ମହାଯାଜକ ଦାନ ଓ ବଳି ଉଭୟ ଉତ୍ସର୍ଗ କରିବାକୁ ନିଯୁକ୍ତ ହୁଅନ୍ତି, ଅତଏବ ଏହି ମହାଯାଜକଙ୍କର ମଧ୍ୟ ଉତ୍ସର୍ଗ କରିବା ନିମନ୍ତେ କିଛି ଥିବା ଆବଶ୍ୟକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹರ್ ಎಕ್ ಮೊಟ್ಯಾ ಯಾಜಕಾನ್ಬಿ ದೆವಾಕ್ ಬಲಿ ಭೆಟ್ವುಚೆ, ಅನಿ ಕಾನಿಕ್ ದಿವ್ಚೆ ತಸೆ ಮನುನ್ ಅಮ್ಚ್ಯಾ ಮೊಟೊ ಯಾಜಕಾನ್ಬಿ ದೆವಾಕ್ ಕಾಯ್ತರಿಬಿ ದಿವ್ಕುಚ್ ಪಾಜೆ.