Hebrews 8:5 — Compare Translations
7 translations compared side by side
Odia - 1840
"ଏହି ଯାଜକମାନେ ଯେଉଁ କାମ କରନ୍ତି, ତାହା ପ୍ରକୃତ ରେ ସ୍ବର୍ଗ ରେ ଥିବା କାମଗୁଡ଼ିକର ଛାଯା ଓ ନମୁନା ମାତ୍ର। ସେଥିପାଇଁ ମାଶାେ ତମ୍ମୁ312 ନିର୍ମାଣ କରିବାକୁ ଗଲା ବେଳେ ପରମେଶ୍ବର ତାହାଙ୍କୁ ଚତାବେନୀ ଦଇେ କହିଥିଲେ: ପର୍ବତ ଉପରେ ମୁଁ ତୁମ୍ଭକୁ ଯେଉଁ ନମୁନା ଦଖାଇେ ଥିଲି, ତଦନୁସା ରେ ସମସ୍ତ ନିର୍ମାଣ କର।313"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଯାହାର ସେବା କରନ୍ତି, ତାହା ସ୍ଵର୍ଗୀୟ ବିଷୟଗୁଡ଼ିକର ଦୃଷ୍ଟାନ୍ତ ଓ ଛାୟାମାତ୍ର, ତମ୍ଵୁ ନିର୍ମାଣ କରିବାକୁ ଉଦ୍ୟତ ହେବା ସମୟରେ ମୋଶା ଯେପରି ଆଦେଶ ପ୍ରାପ୍ତ ହୋଇଥିଲେ; କାରଣ ଈଶ୍ଵର କହିଥିଲେ, ସାବଧାନ, ପର୍ବତରେ ତୁମ୍ଭକୁ ଯେଉଁ ଆଦର୍ଶ ଦେଖାଇ ଦିଆଯାଇଥିଲା, ତଦନୁସାରେ ସମସ୍ତ ନିର୍ମାଣ କରଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କର ଯାଜକୀୟ କାର୍ଯ୍ୟ ବସ୍ଥୁତଃ ସ୍ୱର୍ଗୀୟବିଷୟରେ ଅନୁକରଣ ଓ ଛାୟାମାତ୍ର। ମୋଶାଙ୍କ ସମୟରୁ ଏପରି ହୋଇ ଆସୁଛି। ମୋଶା ଯେତେବେଳେ ଉପାସନା ପାଇଁ ଏକ ତମ୍ବୁ ନିର୍ମାଣ କରିବାକୁ ଯାଉଥିଲେ, ଈଶ୍ୱର ତାଙ୍କୁ କହିଥିଲେ, “ଦେଖ, ପବିର୍ତ ଉପରେ ତୁମକୁ ଯେଉଁ ନମୁନା ଦେଖାଇ ଦିଆଯାଇଛି ଅବିକଳ ସେହି ଅନୁସାରେ ସମସ୍ତ ବିଷୟ ନିର୍ମାଣ କର।”
Odia Bible ERV 2004 (ପବିତ୍ର ବାଇବଲ)
ଏହି ଯାଜକମାନେ ଯେଉଁ କାମ କରନ୍ତି, ତାହା ପ୍ରକୃତରେ ସ୍ୱର୍ଗରେ ଥିବା କାମଗୁଡ଼ିକର ଛାୟା ଓ ନମୁନା ମାତ୍ର। ସେଥିପାଇଁ ମୋଶା ତମ୍ବୁ ନିର୍ମାଣ କରିବାକୁ ଗଲାବେଳେ ପରମେଶ୍ୱର ତାହାଙ୍କୁ ଚେତାବନୀ ଦେଇ କହିଥିଲେ: “ପର୍ବତ ଉପରେ ମୁଁ ତୁମ୍ଭକୁ ଯେଉଁ ନମୁନା ଦେଖାଇ ଥିଲି, ତଦନୁସାରେ ସମସ୍ତ ନିର୍ମାଣ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଯାହାର ସେବା କରନ୍ତି, ତାହା ସ୍ୱର୍ଗୀୟ ବିଷୟଗୁଡ଼ିକର ଦୃଷ୍ଟାନ୍ତ ଓ ଛାୟାମାତ୍ର, ତମ୍ବୁ ନିର୍ମାଣ କରିବାକୁ ଉଦ୍ୟତ ହେବା ସମୟରେ ମୋଶା ଯେପରି ଆଦେଶପ୍ରାପ୍ତ ହୋଇଥିଲେ; କାରଣ ଈଶ୍ବର କହିଥିଲେ, ସାବଧାନ, ପର୍ବତରେ ତୁମ୍ଭକୁ ଯେଉଁ ଆଦର୍ଶ ଦେଖାଇ ଦିଆଯାଇଥିଲା, ତଦନୁସାରେ ସମସ୍ତ ନିର୍ମାଣ କର।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଯାହାର ସେବା କରନ୍ତି, ତାହା ସ୍ୱର୍ଗୀୟ ବିଷୟଗୁଡ଼ିକର ଦୃଷ୍ଟାନ୍ତ ଓ ଛାୟାମାତ୍ର, ତମ୍ବୁ ନିର୍ମାଣ କରିବାକୁ ଉଦ୍ୟତ ହେବା ସମୟରେ ମୋଶା ଯେପରି ଆଦେଶ ପ୍ରାପ୍ତ ହୋଇଥିଲେ; କାରଣ ଈଶ୍ୱର କହିଥିଲେ, ସାବଧାନ, ପର୍ବତରେ ତୁମ୍ଭକୁ ଯେଉଁ ଆଦର୍ଶ ଦେଖାଇ ଦିଆଯାଇଥିଲା, ତଦନୁସାରେ ସମସ୍ତ ନିର୍ମାଣ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿ ಯಾಜಕ್ ಲೊಕಾ ಕರ್ತಲಿ ಕಾಮಾ ಸರ್ಗಾತ್ಲ್ಯಾ ಕಾಮಾಂಚ್ಯಾ ಅನಿ ಎಕ್ ರುಪ್ ಅನಿ ಸಾವ್ಳಿ ಸಾರ್ಕೆ ಹಾತ್ ಮೊಯ್ಜೆನ್ ದೆವಾಚ್ಯಾ ಖಾಯ್ದ್ಯಾಚ್ಯಾ ಘರ್ ತಯಾರ್ ಕರುಕ್ ಲಾಗಲ್ಲ್ಯಾ ತನ್ನಾ ದೆವಾನ್ ತೆಕಾ ತಿ ಮಿಯಾ ಮಡ್ಡಿರ್ ಡಂಗ್ಳಿತ್ ತುಕಾ ದಾಕ್ವುಲ್ಯಾನ್ ಸಾರ್ಕೆಚ್ ಸಗ್ಳೆ ಲೈ ಹುರ್ಶಾಕಿನ್ ತಯಾರ್ ಕರುಚೆ ಮನುನ್ ಸಾಂಗ್ತಲೆ ಕಾರನಾಕುಚ್.