Hebrews 8:7 — Compare Translations

7 translations compared side by side

Odia - 1840
"ଯଦି ପ୍ରଥମ ନିୟମ ରେ କୌଣସି ଦୋଷ ନ ଥାନ୍ତା ତା' ହେଲେ ସଠାେରେ ଦ୍ବିତୀୟ ନିୟମର ଆବଶ୍ଯକତା ନ ଥାନ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରଥମ ନିୟମ ଯଦି ଦୋଷରହିତ ହୋଇଥାଆନ୍ତା, ତେବେ ଦ୍ଵିତୀୟ ନିୟମର କଥା ଉଠି ନ ଥାଆନ୍ତା ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଥମ ନିୟମରେ ଯଦି କୌଣସି ତ୍ରୁଟି ନ ଥାଆନ୍ତି, ତେବେ ଦ୍ୱିତୀୟ ନିୟମର ଆବଶ୍ୟକତା ନ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ପ୍ରଥମ ନିୟମରେ କୌଣସି ଦୋଷ ନ ଥା’ନ୍ତା ତା’ହେଲେ ସେଠାରେ ଦ୍ୱିତୀୟ ନିୟମର ଆବଶ୍ୟକତା ନ ଥା’ନ୍ତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରଥମ ନିୟମ ଯଦି ଦୋଷରହିତ ହୋଇଥାଆନ୍ତା, ତେବେ ଦ୍ୱିତୀୟ ନିୟମର କଥା ଉଠି ନ ଥାଆନ୍ତା।
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରଥମ ନିୟମ ଯଦି ଦୋଷରହିତ ହୋଇଥାଆନ୍ତା, ତେବେ ଦ୍ୱିତୀୟ ନିୟମର କଥା ଉଠି ନ ଥାଆନ୍ତା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅದ್ದಿಚ್ಯಾ ಕರಾರಾತ್ ಕಾಯ್ ಚುಕ್ ನಸಲಿ ಹೊಲ್ಯಾರ್, ದೊನ್ವೆಚ್ಯಾ ಚಿ ಗರಜ್ ರ್‍ಹಾಯ್ನಸಿ ಹೊತ್ತಿ.