Hebrews 8:9 — Compare Translations
7 translations compared side by side
Odia - 1840
"ତାହାଙ୍କ ପୂର୍ବପୁରୁଷଙ୍କ ସହିତ ଆମ୍ଭେ ଯେଉଁ ନିୟମ କରିଥିଲୁ ସେ ଅନୁସାରେ ହବେ ନାହିଁ। ସହେି ନିୟମ ମୁଁ ସମାନଙ୍କେର ହାତ ଧରିଲା ବେଳେ ଓ ମିଶର ଦେଶରୁ ଆଣିଥିଲା ବେଳେ କରିଥିଲି। ପ୍ରଭୁ କୁହନ୍ତି: ମୁଁ ଦଇେଥିବା ଚୁକ୍ତି ସମାନେେ ପାଳନ କରିବା ବନ୍ଦ କରି ଦେଲେ, ଓ ମୁଁ ନିଜକୁ ସମାନଙ୍କେଠାରୁ ଦୂ ରଇେ ଆଣିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ କାଳରେ ଆମ୍ଭେ ସେମାନଙ୍କର ପିତୃ-ପୁରୁଷମାନଙ୍କୁ ହସ୍ତ ଧରି ମିସର ଦେଶରୁ ବାହାର କରି ଆଣିଥିଲୁ, ସେହି ସମୟରେ ସେମାନଙ୍କ ସହିତ ଆମ୍ଭେ ଯେଉଁ ନିୟମ କରିଥିଲୁ, ଏହା ତଦନୁଯାୟୀ ନୁହେଁ; ଯେଣୁ ସେମାନେ ଆମ୍ଭ ନିୟମରେ ସ୍ଥିର ରହିଲେ ନାହିଁ, ଆଉ ଆମ୍ଭେ ସେମାନଙ୍କ ପ୍ରତି ମନୋଯୋଗ କଲୁ ନାହିଁ, ଏହା ପ୍ରଭୁ କହନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ହାତ ଧରି ମିଶର ଦେଶରୁ ବାହାର କରି ଆଣିଲାବେଳେ ଯେଉଁ ନିୟମ କରିଥିଲେ, ଏହି ନିୟମ ସେ ପ୍ରକାର ନୁହେଁ। ମୁଁ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ, ସେଥିରେ ସେମାନେ ବିଶ୍ୱସ୍ତ ରହିଲେ ନାହିଁ; ତେଣୁ ମୁଁ ସେମାନଙ୍କ ପ୍ରତି ମନୋଯୋଗୀ ହେଲି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କ ପୂର୍ବପୁରୁଷଙ୍କ ସହିତ ଆମ୍ଭେ ଯେଉଁ ନିୟମ କରିଥିଲୁ ସେ ଅନୁସାରେ ହେବ ନାହିଁ। ସେହି ନିୟମ ମୁଁ ସେମାନଙ୍କର ହାତ ଧରିଲା ବେଳେ ଓ ମିଶର ଦେଶରୁ ଆଣିଥିଲାବେଳେ କରିଥିଲି। ପ୍ରଭୁ କୁହନ୍ତି: ମୁଁ ଦେଇଥିବା ଚୁକ୍ତି ସେମାନେ ପାଳନ କରିବା ବନ୍ଦ କରିଦେଲେ, ଓ ମୁଁ ନିଜକୁ ସେମାନଙ୍କଠାରୁ ଦୂରେଇ ଆଣିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ କାଳରେ ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ହସ୍ତ ଧରି ମିସର ଦେଶରୁ ବାହାର କରି ଆଣିଥିଲୁ, ସେହି ସମୟରେ ସେମାନଙ୍କ ସହିତ ଆମ୍ଭେ ଯେଉଁ ନିୟମ କରିଥିଲୁ, ଏହା ତଦନୁଯାୟୀ ନୁହେଁ; ଯେଣୁ ସେମାନେ ଆମ୍ଭ ନିୟମରେ ସ୍ଥିର ରହିଲେ ନାହିଁ, ଆଉ ଆମ୍ଭେ ସେମାନଙ୍କ ପ୍ରତି ମନୋଯୋଗ କଲୁ ନାହିଁ, ଏହା ପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେଉଁ କାଳରେ ଆମ୍ଭେ ସେମାନଙ୍କର ପିତୃ- ପୁରୁଷମାନଙ୍କୁ ହସ୍ତ ଧରି ମିସର ଦେଶରୁ ବାହାର କରି ଆଣିଥିଲୁ, ସେହି ସମୟରେ ସେମାନଙ୍କ ସହିତ ଆମ୍ଭେ ଯେଉଁ ନିୟମ କରିଥିଲୁ, ଏହା ତଦନୁଯାୟୀ ନୁହେଁ; ଯେଣୁ ସେମାନେ ଆମ୍ଭ ନିୟମରେ ସ୍ଥିର ରହିଲେ ନାହିଁ, ଆଉ ଆମ୍ଭେ ସେମାନଙ୍କ ପ୍ରତି ମନୋଯୋଗ କଲୁ ନାହିଁ, ଏହା ପ୍ରଭୁ କହନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ತೆಂಚ್ಯಾ ಬಾಬಾಂಚ್ಯಾಕ್ನಾ ಕರಲೊ ಸಾರ್ಕೊ ಕರಾರ್ ನ್ಹಯ್, ಮಿಯಾ ತೆಕಾ ಹಾತ್ ಧರುನ್ ಇಜಿಪ್ತಾಕ್ನಾ ಬಾಯ್ರ್ ಹಾನಲ್ಯಾ ವೆಳಾರ್ ತೆಂಚ್ಯಾ ವಾಂಗ್ಡಾ ಕರಾರ್ ಕರುನ್ ಘೆಟಲ್ಲೊ ಹೊಲ್ಯಾರ್, ತೆನಿ ತೆಚ್ಯಾ ಸಾರ್ಕೆ ಚಲುನ್ ಜಾವ್ಕ್ ಹೊವ್ಕ್ ನಾ, ತಸೆ ಮನುನ್ ಮಿಯಾ ತೆಂಚ್ಯಾಕ್ನಾ ದುಸ್ರ್ಯಾಕ್ಡೆ ಪರ್ತುನ್ ಬಸ್ಲೊ” ಮನುನ್ ದೆವ್ ಸಾಂಗ್ತಾ.