Hebrews 9:1 — Compare Translations
7 translations compared side by side
Odia - 1840
"ପ୍ରଥମ ନିୟମ ରେ ଉପାସନାର ନିୟମାବଳୀ ଥିଲା। ଏନିମନ୍ତେ ମଣିଷ ନିର୍ମିତ ଗୋଟିଏ ଉପାସନା ଗୃହ ମଧ୍ଯ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରକୃତରେ ସେହି ପ୍ରଥମ ନିୟମର ମଧ୍ୟ ଉପାସନା ସମ୍ଵନ୍ଧୀୟ ନାନା ବିଧିବିଧାନ ଓ ଗୋଟିଏ ପାର୍ଥିବ ପବିତ୍ର ସ୍ଥାନ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଥମ ନିୟମରେ ଉପାସନାର ପଦ୍ଧତି ଓ ମନୁଷ୍ୟନିର୍ମିତ ଏକ ଉପାସନାସ୍ଥଳୀ ବିଷୟରେ ଉଲ୍ଲେଖ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ପୁରାତନ ନିୟମର ଉପାସନା ପ୍ରଥମ ନିୟମରେ ଉପାସନାର ନିୟମାବଳୀ ଥିଲା। ଏନିମନ୍ତେ ମଣିଷ ନିର୍ମିତ ଗୋଟିଏ ଉପାସନା ଗୃହ ମଧ୍ୟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରକୃତରେ ସେହି ପ୍ରଥମ ନିୟମର ମଧ୍ୟ ଉପାସନା ସମ୍ବନ୍ଧୀୟ ନାନା ବିଧିବିଧାନ ଓ ଗୋଟିଏ ପାର୍ଥିବ ପବିତ୍ର ସ୍ଥାନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପ୍ରକୃତରେ ସେହି ପ୍ରଥମ ନିୟମର ମଧ୍ୟ ଉପାସନା ସମ୍ବନ୍ଧୀୟ ନାନା ବିଧିବିଧାନ ଓ ଗୋଟିଏ ପାର୍ଥିବ ପବିତ୍ର ସ୍ଥାନ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅದ್ದಿಚ್ಯಾ ಕರಾರಾತ್ ಆರಾಧನ್ಯಾಕ್ ನೆಮಾ ಹೊತ್ತಿ, ಅನಿ ಆರಾಧನ್ಯಾಕ್ ಮನುನ್ ಮಾನ್ಸಾನ್ ಕರಲೆ ಜಾಗೆಬಿ ಹೊತ್ತೆ.