Hebrews 9:10 — Compare Translations

7 translations compared side by side

Odia - 1840
"ସଗେୁଡ଼ିକ ଖାଦ୍ୟ, ପୟେ ଓ ବିଭିନ୍ନ ପ୍ରକାରର ଶୌଚକ୍ରିଯା କବଳେ ଶାରୀରିକ ବିଧିବିଧାନ ଅଟେ, ଏତଦ୍ବାରା ହୃଦୟର ପରିବର୍ତ୍ତନ ହୁଏ ନାହିଁ। ପରମେଶ୍ବରଙ୍କ ନୂତନ ଚୁକ୍ତିର ସମୟ ପର୍ୟ୍ଯନ୍ତ ପରମେଶ୍ବର ସହେି ସବୁ ନିୟମ ଲୋକମାନଙ୍କୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସମସ୍ତ ପୁଣି ଖାଦ୍ୟ, ପେୟ ଓ ବିବିଧପ୍ରକାର ଶୌଚକ୍ରିୟା ସଂଶୋଧନର ସମୟ ପର୍ଯ୍ୟନ୍ତ ପାଳନୀୟ ଶାରୀରିକ ବିଧିବିଧାନମାତ୍ର ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ସେ ସବୁ କେବଳ ଖାଦ୍ୟପେୟ ଏବଂ ଶୁଚିକରଣ ପାଇଁ ବାହିକ କ୍ରିୟା କର୍ମ ମାତ୍ର। ଈଶ୍ୱରଙ୍କର ନୂତନ ବିଧାନର ପ୍ରତିଷ୍ଠା ପର୍ଯ୍ୟନ୍ତ ଏ ସବୁର ଉପଯୋଗିତା ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ସେଗୁଡ଼ିକ ଖାଦ୍ୟ, ପେୟ ଓ ବିଭିନ୍ନ ପ୍ରକାରର ଶୌଚକ୍ରିୟା କେବଳ ଶାରୀରିକ ବିଧିବିଧାନ ଅଟେ, ଏତଦ୍ଦ୍ୱାରା ହୃଦୟର ପରିବର୍ତ୍ତନ ହୁଏ ନାହିଁ। ପରମେଶ୍ୱରଙ୍କ ନୂତନ ଚୁକ୍ତିର ସମୟ ପର୍ଯ୍ୟନ୍ତ ପରମେଶ୍ୱର ସେହିସବୁ ନିୟମ ଲୋକମାନଙ୍କୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମସ୍ତ ଖାଦ୍ୟ, ପେୟ ଓ ବିବିଧପ୍ରକାର ଶୁଚିକ୍ରିୟା ସଂଶୋଧନର ସମୟ ପର୍ଯ୍ୟନ୍ତ ପାଳନୀୟ ଶାରୀରିକ ବିଧିବିଧାନମାତ୍ର।
Odia IRV 2017 (ଓଡିଆ ବାଇବେଲ)
ଏହି ସମସ୍ତ ଖାଦ୍ୟ, ପେୟ ଓ ବିବିଧପ୍ରକାର ଶୁଚିକ୍ରିୟା ସଂଶୋଧନର ସମୟ ପର୍ଯ୍ୟନ୍ତ ପାଳନୀୟ ଶାରୀରିକ ବିଧିବିଧାନମାତ୍ର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿ ಯಜ್ನ್ ಕಾನಿಕ್, ಜೆವಾನ್ ಖಾನ್ ಅನಿ ನ್ಹಾತಲ್ಯಾಚ್ಯಾ ಸಾಟ್ನಿ ಹೊತ್ತಿ ಹೆ ಸಗ್ಳೆ ಆಂಗಾಕ್ ಸಮಂದ್ ಪಡಲಿ ನೆಮಾ, ಮನಾಕ್ ಸಮಂದ್ ಪಡಲಿ ನೆಮಾ ನ್ಹಯ್, ದೆವಾಚಿ ನ್ಹವಿ ವಾಟ್ ಗಾವಿ ಪತರ್ ತೆನಿ ಅಸೆಚ್ ದೆವಾಚಿ ನ್ಹವಿ ನೆಮಾ ದಿಲ್ಯಾನ್.