Hebrews 9:11 — Compare Translations
7 translations compared side by side
Odia - 1840
"କିନ୍ତୁ ଏବେ ଖ୍ରୀଷ୍ଟ ମହାୟାଜକ ରୂପେ ଆସିଅଛନ୍ତି। ଖ୍ରୀଷ୍ଟ ହେଉଛନ୍ତି ଆମ୍ଭ ପାଖ ରେ ଥିବା ସମସ୍ତ ଉତ୍ତମ ବିଷୟର ମହାୟାଜକ। କିନ୍ତୁ ଯୀଶୁ ଅନ୍ୟ ଯାଜକମାନଙ୍କ ଭଳି ତମ୍ବୁ ରେ ଆପଣା ସବୋକାର୍ୟ୍ଯ କରନ୍ତି ନାହିଁ। ଖ୍ରୀଷ୍ଟ ତାହା ଅପେକ୍ଷା ମହତ୍ତର ଓ ଶ୍ ରେଷ୍ଠ ସ୍ଥଳ ରେ ସବୋକାର୍ୟ୍ଯ କରନ୍ତି ଏବଂ ଏହି ସ୍ଥାନଟି ମଣିଷମାନେ ତିଆରି କରି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଖ୍ରୀଷ୍ଟ ବର୍ତ୍ତମାନ ଉତ୍ତମ ଉତ୍ତମ ବିଷୟର ମହାଯାଜକ ସ୍ଵରୂପେ ଉପସ୍ଥିତ ହୋଇ ଏହି ସୃଷ୍ଟିରୁ ଭିନ୍ନ ଅହସ୍ତକୃତ ମହତ୍ତର ଓ ଶ୍ରେଷ୍ଠତର ତମ୍ଵୁ ଦେଇ ଯାଇ ଛାଗ ଓ ଗୋବତ୍ସର ରକ୍ତ ନୁହେଁ,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ବର୍ତ୍ତମାନ ଯେଉଁ ସମସ୍ତ ଉକୃଷ୍ଟ ବିଷୟ ଆମ୍ଭେମାନେ ପାଇଛୁ, ସେ ସବୁରୁ ମହାଯାଜକ ରୂପେ ଖ୍ରୀଷ୍ଟ ଆସିଛନ୍ତି। ସେ ଯେଉଁ ଉପାସନା ତମ୍ୱୁରେ କାର୍ଯ୍ୟ କରୁଛନ୍ତି, ତାହା ଶ୍ରେଷ୍ଠ ଓ ଅଧିକ ପୂର୍ଣ୍ଣାଙ୍ଗ। ତାହା ମନୁଷ୍ୟନିର୍ମିତ ନୁହେଁ। ଅର୍ଥାତ୍ ତାହା ଏହି ଭୌତିକ ଜଗତର ଅଂଶବିଶେଷ ନୁହେଁ। ଅର୍ଥାତ୍ ତାହା ଏହି ଭୌତିକ ଜଗତର ଅଂଶବିଶେଷ ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ନୂତନ ନିୟମର ଉପାସନା କିନ୍ତୁ ଏବେ ଖ୍ରୀଷ୍ଟ ମହାଯାଜକ ରୂପେ ଆସିଅଛନ୍ତି। ଖ୍ରୀଷ୍ଟ ହେଉଛନ୍ତି ଆମ୍ଭ ପାଖରେ ଥିବା ସମସ୍ତ ଉତ୍ତମ ବିଷୟର ମହାଯାଜକ। କିନ୍ତୁ ଯୀଶୁ ଅନ୍ୟ ଯାଜକମାନଙ୍କ ଭଳି ତମ୍ବୁରେ ଆପଣା ସେବାକାର୍ଯ୍ୟ କରନ୍ତି ନାହିଁ। ଖ୍ରୀଷ୍ଟ ତାହା ଅପେକ୍ଷା ମହତ୍ତର ଓ ଶ୍ରେଷ୍ଠ ସ୍ଥଳରେ ସେବାକାର୍ଯ୍ୟ କରନ୍ତି ଏବଂ ଏହି ସ୍ଥାନଟି ମଣିଷମାନେ ତିଆରି କରି ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଖ୍ରୀଷ୍ଟ ବର୍ତ୍ତମାନ ଉତ୍ତମ ବିଷୟର ମହାଯାଜକ ସ୍ୱରୂପେ ଉପସ୍ଥିତ ହୋଇ ଏହି ସୃଷ୍ଟିରୁ ଭିନ୍ନ ଅହସ୍ତକୃତ ମହତ୍ ଓ ଶ୍ରେଷ୍ଠତର ତମ୍ବୁ ଦେଇ ଯାଇ ଛାଗ ଓ ଗୋବତ୍ସର ରକ୍ତ ନୁହେଁ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଖ୍ରୀଷ୍ଟ ବର୍ତ୍ତମାନ ଉତ୍ତମ ବିଷୟର ମହାଯାଜକ ସ୍ୱରୂପେ ଉପସ୍ଥିତ ହୋଇ ଏହି ସୃଷ୍ଟିରୁ ଭିନ୍ନ ଅହସ୍ତକୃତ ମହତ୍ ଓ ଶ୍ରେଷ୍ଠତର ତମ୍ବୁ ଦେଇ ଯାଇ ଛାଗ ଓ ଗୋବତ୍ସର ରକ୍ତ ନୁହେଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತ್ ಅತ್ತಾ ಹಾಲಿ ಮುಖ್ಯ್ ಯಾಜಕ್ ಹೊವ್ನ್ ಯೆಲಾ, ಅತ್ತಾ ಅಮ್ಕಾ ಗಾವಲ್ಯಾ ಬರ್ಯಾ ಸಂಗ್ತಿಯಾಕ್ನಿ ತೊಚ್ ಮೊಟೊ ಯಾಜಕ್ ಹೊಲ್ಲೊ ಹಾಯ್, ಹುರಲ್ಲಿ ಯಾಜಕಾ ಸಗ್ಳಿ ದೆವಾಚ್ಯಾ ಗುಡಿತುಚ್ ಸೆವಾ ಕರಲಿ, ಕ್ರಿಸ್ತ್ ದೆವಾಚ್ಯಾ ಗುಡಿತ್ ಸೆವಾ ಕರಿನಸ್ತಾನಾ ತೆಚ್ಯಾಕ್ಕಿಂತಾಬಿ ಅಗ್ದಿ ಬರ್ಯಾ ಜಾಗ್ಯಾರ್ ಸೆವಾ ಕರ್ತಲೊ ತೆ ಪರಿಪುರ್ನ್ ಹೊಲ್ಲೆ ಮಾನ್ಸಾಕ್ನಾ ತಯಾರ್ ಹೊಲ್ಲೆ ನ್ಹಯ್, ಹ್ಯಾ ಜಗಾಕ್ ಮಿಳುಕ್ ಬಿ ನ್ಹಯ್.