Hebrews 9:12 — Compare Translations
7 translations compared side by side
Odia - 1840
"ଏହି ସ୍ଥାନଟି ଏହି ଜଗତର ନୁହେଁ। ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ରେ ଛଳେି ବା ଗୋବତ୍ସର ରକ୍ତ ନୁହେଁ, ମାତ୍ର ନିଜ ରକ୍ତ ଘନେି ଏକାଥରକେ ପ୍ରବେଶ କଲେ ଓ ସବୁ ଦିନ ପାଇଁ ଆମ୍ଭକୁ ମୁକ୍ତି ଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆପଣାର ରକ୍ତ ଘେନି ଏକାଥରକେ ମହାପବିତ୍ର ସ୍ଥାନରେ ପ୍ରବେଶ କରି ଅନ; ମୁକ୍ତି ସାଧନ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟ ସେହି ତମ୍ୱୁ ମଧ୍ୟ ଦେଇ ଉକ୍ତ ମହାପବିତ୍ର ସ୍ଥାନରେ ଏକାଥରକ ପାଇଁ ପ୍ରବେଶ କରିବା ବେଳେ ସେଠାରେ ବଳି ଉତ୍ସର୍ଗ ନିମନ୍ତେ ଅନନ୍ତକାଳୀନ ମୁକ୍ତି ସାଧନ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସ୍ଥାନଟି ଏହି ଜଗତର ନୁହେଁ। ଖ୍ରୀଷ୍ଟ ମହାପବିତ୍ର ସ୍ଥାନରେ ଛେଳି ବା ଗୋବତ୍ସର ରକ୍ତ ନୁହେଁ, ମାତ୍ର ନିଜ ରକ୍ତ ଘେନି ଏକାଥରକେ ପ୍ରବେଶ କଲେ ଓ ସବୁ ଦିନ ପାଇଁ ଆମ୍ଭକୁ ମୁକ୍ତି ଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆପଣାର ରକ୍ତ ଘେନି ଏକାଥରକେ ମହାପବିତ୍ର ସ୍ଥାନରେ ପ୍ରବେଶ କରି ଅନନ୍ତ ମୁକ୍ତି ସାଧନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆପଣାର ରକ୍ତ ଘେନି ଏକାଥରକେ ମହାପବିତ୍ର ସ୍ଥାନରେ ପ୍ରବେଶ କରି ଅନନ୍ତ ମୁକ୍ତି ସାଧନ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಎಕುಚ್ ಎಗ್ದಾ ಆಗ್ದಿ ಪವಿತ್ರ್ ಜಾಗ್ಯಾರ್ ಗುಸ್ಲೊ, ತೆನಿ ಪಾಲ್ವ್ಯಾಂಚೆ ಅನಿ ಪಾಡ್ಕ್ಯಾಂಚೆ ರಗಾತ್ ಘೆವ್ನ್ ಜಾಯ್ ನಸ್ತಾನಾ ಅಪ್ಲೆ ಸ್ವತಾಚೆ ರಗಾತ್ ಘೆವ್ನ್ ಆಗ್ದಿ ಪವಿತ್ರ್ ಜಾಗ್ಯಾರ್ ಜಾವ್ನ್ ಅಮ್ಕಾ ಪಾಪಾಚ್ಯಾ ಶಾಶ್ವತ್ ಗುಲಾಮ್ ಗಿರಿತ್ನಾ ಸುಟ್ಕಾ ಕರ್ಲ್ಯಾನ್.