Hebrews 9:14 — Compare Translations

7 translations compared side by side

Odia - 1840
"ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପା ରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ବାରା ଆପଣାକୁ ନିଖୁଣ ବଳିସ୍ବରୂପେ ପରମେଶ୍ବରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ୟ୍ଯରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦବେ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ଯ ପବିତ୍ର କରିବ। ଆମ୍ଭେ ପବିତ୍ର ହାଇେ ଜୀବନ୍ତ ପରମେଶ୍ବରଙ୍କର ସବୋ କରିପାରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ଵାରା ଆପଣାକୁ ନିଖୁ; ବଳି ସ୍ଵରୂପେ ଈଶ୍ଵରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ଵରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ!
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ଯଦି ସତ୍ୟ ହୋଇଥାଏ, ତେବେ ଖ୍ରୀଷ୍ଟଙ୍କ ରକ୍ତ ଆହୁରି କେତେ ଅଧିକ ଫଳପ୍ରଦ ନ ହେବ? ଅନନ୍ତ ଆତ୍ମାଙ୍କ ସାହୟତାରେ ସେ ନିଜକୁ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ନିର୍ଦ୍ଦୋଷ ବଳି ରୂପେ ଉତ୍ସର୍ଗ କରିଛନ୍ତି। ତାଙ୍କର ସେହି ରକ୍ତ ଦ୍ୱାରା ଅସାର କ୍ରିୟା କର୍ମରୁ ନିଷ୍କୃତି ଲାଭ କରି ଆମ ବିବେକ ଶୁଚି ହେବ ଏବଂ ଆମେ ଜୀବିତ ଈଶ୍ୱରଙ୍କ ପ୍ରକୃତି ସେବା କରିବାକୁ ସୁଯୋଗ ପାଇବୁ।
Odia Bible ERV 2004 (ପବିତ୍ର ବାଇବଲ)
ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପାରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁଣ ବଳିସ୍ୱରୂପେ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ଯ୍ୟରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦେବ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ୟ ପବିତ୍ର କରିବ। ଆମ୍ଭେ ପବିତ୍ର ହୋଇ ଜୀବନ୍ତ ପରମେଶ୍ୱରଙ୍କର ସେବା କରି ପାରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଈଶ୍ବରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ବରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ!
Odia IRV 2017 (ଓଡିଆ ବାଇବେଲ)
ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଈଶ୍ୱରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ୱରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ!
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್, ಕ್ರಿಸ್ತಾಚೆ ರಗಾತ್ ತೆಚ್ಯಾಕಿಂತಾಬಿ ಜಾಸ್ತಿಚೆಚ್ ಕರ್‍ತಾ, ಕ್ರಿಸ್ತಾನ್ ಕನ್ನಾಬಿ ರಾತಲ್ಯಾ ಆತ್ಮ್ಯಾಕ್ನಾ ಅಪ್ನಾಕುಚ್ ಅಪ್ನಿ ದೆವಾಚೊ ಯಜ್ನ್ ಕರುನ್ ದಿಲ್ಯಾನ್, ತೆಚೆ ರಗಾತ್ ಅಮ್ಕಾ ಅಮಿ ಬುರ್ಶ್ಯಾ ಕಾಮಾನಿತ್ನಾ ಸುಟ್ಕಾ ಕರುನ್ ಘೆವ್ನ್ ಜಿವ್ ಹೊತ್ತ್ಯಾ ದೆವಾಕ್ ಆರಾದನ್ ಕರುಕ್ ಹೊಯ್ ಸಾರ್ಕೆ ಅಮ್ಚೊ ಮನ್ ಚೊಕ್ಕ್ ಕರ್‍ತಾ.