Hebrews 9:16 — Compare Translations

7 translations compared side by side

Odia - 1840
"ଯେତବେେଳେ ଜଣେ ଲୋକ ମୃତ୍ଯୁବରଣ କରେ ସେ ଗୋଟିଏ ଉଇଲ୍ ଛାଡ଼ି ଯାଏ। କିନ୍ତୁ ଲୋକେ ସହେି ଲୋକଜଣକର ମୃତ୍ଯୁ ପ୍ରମାଣିତ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଉଇଲ୍ କରାଯାଇଥିଲେ ଉଇଲ୍ କରିଥିବା ବ୍ୟକ୍ତିଙ୍କ ମୃତ୍ୟୁର ପ୍ରମାଣ ଆବଶ୍ୟକ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଗୋଟିଏ ଉଇଲ୍ ବା ଦାନପତ୍ରର ବ୍ୟବସ୍ଥା ଅନୁଯାୟୀ, ତାହା କାର୍ଯ୍ୟକାରୀ ହେବା ପାଇଁ ଉଇଲ୍ କରିଥିବା ବ୍ୟକ୍ତିର ମୃତ୍ୟୁ ପ୍ରମାଣିତ ହେବା ଆବଶ୍ୟକ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଜଣେ ଲୋକ ମୃତ୍ୟୁବରଣ କରେ ସେ ଗୋଟିଏ ଉଇ‌‌‌‌‌‌‌‌ଲ୍‌‌‌‌‌‌‌ ଛାଡ଼ି ଯାଏ। କିନ୍ତୁ ଲୋକେ ସେହି ଲୋକଜଣକର ମୃତ୍ୟୁ ପ୍ରମାଣିତ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଚୁକ୍ତି କରାଯାଇଥିଲେ ଚୁକ୍ତି କରିଥିବା ବ୍ୟକ୍ତିଙ୍କ ମୃତ୍ୟୁର ପ୍ରମାଣ ଆବଶ୍ୟକ।
Odia IRV 2017 (ଓଡିଆ ବାଇବେଲ)
କାରଣ ଚୁକ୍ତି କରାଯାଇଥିଲେ ଚୁକ୍ତି କରିଥିବା ବ୍ୟକ୍ତିଙ୍କ ମୃତ୍ୟୁର ପ୍ରମାଣ ଆବଶ୍ୟକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ಲೊ ಮರುಚ್ಯಾ ಪೈಲೆಚ್ ಅಪ್ಲಿ ಆಸ್ತಿ ಕೊನಾಕ್ ಜಾತಾ ಮನುನ್ ಲಿವ್ನ್ ಥವ್ತಾ, ಖರೆ ಮರಲ್ಲ್ಯಾ ಮಾನ್ಸಾನುಚ್ ತೆ ಲಿವಲ್ಲೆ ಮನುನ್ ಹುರಲ್ಯಾ ಲೊಕಾನಿ ಖರೆ ಕರುನ್ ದಾಕ್ವುಕ್ ಪಾಜೆ.