Hebrews 9:17 — Compare Translations
7 translations compared side by side
Odia - 1840
"ଚୁକ୍ତି ଲେଖିଥିବା ଲୋକ ଯଦି ଜୀବିତ, ତା ହେଲେ ସହେି ଉଇଲ୍ଟି କାର୍ୟ୍ଯକାରୀ ହାଇେ ପାରିବ ନାହିଁ। ମଣିଷଟି ମରିଗଲା ପରେ ଯାଇ ଉଇଲ୍ଟି ଲାଗୁ ହାଇେ ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ମୃତ୍ୟୁ ଘଟିଲେ ଉଇଲ୍ ବଳବତ୍ ହୁଏ, କାରଣ ଉଇଲ୍ କରିଥିବା ଲୋକ ଜୀବିତ ଥିବା ପର୍ଯ୍ୟନ୍ତ ତାହା କଦାପି କାର୍ଯ୍ୟକାରୀ ହୁଏ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଉଇଲ୍ କରିଥିବା ବ୍ୟକ୍ତି ବଞ୍ଚିଥିବା ଯାଏ, ଉଇଲ୍ର ମୂଲ୍ୟ ନାହିଁ କେବଳ ତାହାର ମତ୍ୟୁ ପରେ ତାହା କାର୍ଟ୍ୟକାରୀ ହୁଏ।
Odia Bible ERV 2004 (ପବିତ୍ର ବାଇବଲ)
ଚୁକ୍ତି ଲେଖିଥିବା ଲୋକ ଯଦି ଜୀବିତ, ତା’ହେଲେ ସେହି ଉଇଲ୍ଟି କାର୍ଯ୍ୟକାରୀ ହୋଇ ପାରିବ ନାହିଁ। ମଣିଷଟି ମରିଗଲା ପରେ ଯାଇ ଉଇଲ୍ଟି ଲାଗୁ ହୋଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ମୃତ୍ୟୁ ଘଟିଲେ ଚୁକ୍ତି ବଳବନ୍ତ ହୁଏ, କାରଣ ଚୁକ୍ତି କରିଥିବା ଲୋକ ଜୀବିତ ଥିବା ପର୍ଯ୍ୟନ୍ତ ତାହା କଦାପି କାର୍ଯ୍ୟକାରୀ ହୁଏ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ମୃତ୍ୟୁ ଘଟିଲେ ଚୁକ୍ତି ବଳବନ୍ତ ହୁଏ, କାରଣ ଚୁକ୍ତି କରିଥିବା ଲୋକ ଜୀବିତ ଥିବା ପର୍ଯ୍ୟନ୍ତ ତାହା କଦାପି କାର୍ଯ୍ୟକାରୀ ହୁଏ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆ ಲಿವಲ್ಲೊ ಅಜುನ್ ಬಿ ಝಿತ್ತೊ ರ್ಹಾಲ್ಯಾರ್ ತ್ಯಾ ಬರ್ವನ್ಕಿಕ್ ಕಾಯ್ ಬಿ ಕಿಮ್ಮತ್ ರ್ಹಾಯ್ನಾ, ತೆ ಲಿವ್ಲ್ಲೊ ಮರ್ಲ್ಯಾ ಮಾನಾ ತಿ ಬರ್ವನ್ಕಿ ಉಪೆಗಾಕ್ ಯೆತಲಿ.