Hebrews 9:19 — Compare Translations

7 translations compared side by side

Odia - 1840
"ପ୍ରଥମ ରେ, ବ୍ଯବସ୍ଥାର ପ୍ରେତ୍ୟକକ ଈଶ୍ବରୀୟ ଆଜ୍ଞା ମାଶାେ ଲୋକମାନଙ୍କୁ କହିଥିଲେ। ତା'ପରେ ମାଶାେ ବାଛୁରୀଗୁଡ଼ିକର ରକ୍ତ ସହିତ ଜଳ ମିଶାଇଲେ। ତା'ପରେ ସେ ଲାଲ ରଙ୍ଗ ଓ ଏସୋବର ଡ଼ାଳଟିଏ ନଇେ ଜଳ ମିଶ୍ରିତ ରକ୍ତ ବ୍ଯବସ୍ଥା ପୁସ୍ତକ ତଥା ସବୁଲୋକଙ୍କ ଉପରେ ଛିଞ୍ଚିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୋଶା ଲୋକମାନଙ୍କ ନିକଟରେ ବ୍ୟବସ୍ଥାନୁଯାୟୀ ସମସ୍ତ ଆଜ୍ଞା ପ୍ରକାଶ କଲା ଉତ୍ତାରେ ଜଳ, ଲୋହିତବର୍ଣ୍ଣ ମେଷଲୋମ ଓ ଏଜୋବ ସହିତ ଗୋବତ୍ସ ଓ ଛାଗର ରକ୍ତ ଘେନି ନିୟମପୁସ୍ତକ ଓ ସମସ୍ତ ଲୋକଙ୍କ ଉପରେ ସେଚନ କରି କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଥମେ ମୋଶା ବ୍ୟବସ୍ଥାର ଆଜ୍ଞାମାନ ଲୋକମାନଙ୍କ ନିକଟରେ ଘୋଷଣା କଲେ। ତତ୍ପରେ ସେ ବୃକ୍ଷ ଓ ଛାଗର ରକ୍ତ ଜଳ ସହିତ ମିଶାଇ ଏସୋବ ଡାଳ ଓ କିଛି ଲୋହିତ ବର୍ଣ୍ଣର ମେଷ ଲୋମ ଦ୍ୱାରା ବ୍ୟବସ୍ଥା ପୁସ୍ତକ ଓ ଲୋକମାନଙ୍କ ଉପରେ ସେଚନ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମରେ, ବ୍ୟବସ୍ଥାର ପ୍ରତ୍ୟେକ ଈଶ୍ୱରୀୟ ଆଜ୍ଞା ମୋଶା ଲୋକମାନଙ୍କୁ କହିଥିଲେ। ତା’ପରେ ମୋଶା ବାଛୁରିଗୁଡ଼ିକର ରକ୍ତ ସହିତ ଜଳ ମିଶାଇଲେ। ତା’ପରେ ସେ ଲାଲ ରଙ୍ଗ ଓ ଏସୋବର ଡାଳଟିଏ ନେଇ ଜଳ ମିଶ୍ରିତ ରକ୍ତ ବ୍ୟବସ୍ଥା ପୁସ୍ତକ ତଥା ସବୁଲୋକଙ୍କ ଉପରେ ଛିଞ୍ଚିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୋଶା ଲୋକମାନଙ୍କ ନିକଟରେ ବ୍ୟବସ୍ଥାନୁଯାୟୀ ସମସ୍ତ ଆଜ୍ଞା ପ୍ରକାଶ କଲା ଉତ୍ତାରେ ଜଳ, ଲୋହିତବର୍ଣ୍ଣ ମେଷଲୋମ ଓ ଏଜୋବ ସହିତ ଗୋବତ୍ସ ଓ ଛାଗର ରକ୍ତ ଘେନି ନିୟମପୁସ୍ତକ ଓ ସମସ୍ତ ଲୋକଙ୍କ ଉପରେ ସେଚନ କରି କହିଲେ,
Odia IRV 2017 (ଓଡିଆ ବାଇବେଲ)
କାରଣ ମୋଶା ଲୋକମାନଙ୍କ ନିକଟରେ ମୋଶାଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ ଆଜ୍ଞା ପ୍ରକାଶ କଲା ଉତ୍ତାରେ ଜଳ, ଲୋହିତବର୍ଣ୍ଣ ମେଷଲୋମ ଓ ଏଜୋବ ସହିତ ଗୋବତ୍ସ ଓ ଛାଗର ରକ୍ତ ଘେନି ନିୟମପୁସ୍ତକ ଓ ସମସ୍ତ ଲୋକଙ୍କ ଉପରେ ସେଚନ କରି କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅದ್ದಿ ಮೊಯ್ಜೆಚೆ ಖಾಯ್ದ್ಯಾಚೆ ಹುಕುಮ್ ಲೊಕಾಕ್ನಿ ಕಳ್ವುಲ್ಯಾನ್, ತೆಚ್ಯಾ ಮಾನಾ ಪಾಡ್ಕ್ಯಾಂಚೆ ಅನಿ ಪಾಲ್ವ್ಯಾಂಚೆ ರಗಾತ್ ಘೆವ್ನ್ ಪಾನಿಯಾತ್ ಮಿಳ್ವುಲ್ಯಾನ್, ಪಾನಿ, ಅನಿ ರಗಾತ್ ಪವಿತ್ರ್ ಪುಸ್ತಕಾತ್ ಅನಿ ಲೊಕಾಂಚೆರ್ ಹೆ ಸಿಪ್ಡುಕ್ ತಾಂಬ್ಡೊ ಕಾಪುಸ್ ಅನಿ ಹಿಸ್ಸೊಪ್ ಝಾಡಾಚಿ ಟಾಳಿ ಘೆಟ್ಲ್ಯಾನ್.