Hebrews 9:2 — Compare Translations
7 translations compared side by side
Odia - 1840
"ଏହି ସ୍ଥାନଟି ଗୋଟିଏ ତମ୍ବୁ ଭିତ ରେ ଥିଲା। ଏହି ତମ୍ବୁର ପ୍ରଥମ ଭାଗ ରେ ଦୀପ, ମଜେ ଓ ତହିଁ ଉପରେ ପରମେଶ୍ବରଙ୍କୁ ଉତ୍ସର୍ଗୀକୃତ ରୋଟୀ ଥିଲା। ଏହି ସ୍ଥାନକୁ 'ପବିତ୍ର ସ୍ଥାନ'314 ବୋଲି କୁହା ଯାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଗୋଟିଏ ତମ୍ଵୁ ନିର୍ମିତ ହୋଇଥିଲା, ସେଥିର ପ୍ରଥମ ଭାଗରେ ଦୀପବୃକ୍ଷ, ମେଜ ଓ ଦର୍ଶନୀ ରୋଟୀ ଥିଲା; ତାହାକୁ ପବିତ୍ର ସ୍ଥାନ ବୋଲି କହନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତଦନୁସାରେ ଏକ ଉପାସନା ତମ୍ବୁ ସ୍ଥାପିତ ହୋଇଥିଲା। ସେଥିରେ ଥିବା ପ୍ରଥମ ପ୍ରକୋଷ୍ଠକୁ ‘ପବିତ୍ର ସ୍ଥାନ’ କୁହାଯାଉଥିଲା। ଏହା ମଧ୍ୟରେ ଦୀପରୂଖା, ଗୋଟିଏ ମେଜ ଓ ମେଜ ଉପରେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯାଇଥିବା ରୋଟୀ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସ୍ଥାନଟି ଗୋଟିଏ ତମ୍ବୁ ଭିତରେ ଥିଲା। ଏହି ତମ୍ବୁର ପ୍ରଥମ ଭାଗରେ ଦୀପ, ମେଜ ଓ ତହିଁ ଉପରେ ପରମେଶ୍ୱରଙ୍କୁ ଉତ୍ସର୍ଗୀକୃତ ରୋଟୀ ଥିଲା। ଏହି ସ୍ଥାନକୁ ‘ପବିତ୍ର ସ୍ଥାନ’ ବୋଲି କୁହା ଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଗୋଟିଏ ତମ୍ବୁ ନିର୍ମିତ ହୋଇଥିଲା, ସେଥିର ପ୍ରଥମ ଭାଗରେ ଦୀପବୃକ୍ଷ, ମେଜ ଓ ଉତ୍ସର୍ଗୀକୃତ ରୁଟି ଥିଲା ତାହାକୁ ପବିତ୍ର ସ୍ଥାନ ବୋଲି କହନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଗୋଟିଏ ତମ୍ବୁ ନିର୍ମିତ ହୋଇଥିଲା, ସେଥିର ପ୍ରଥମ ଭାଗରେ ଦୀପବୃକ୍ଷ, ମେଜ ଓ ଉତ୍ସର୍ଗୀକୃତ ରୁଟି ଥିଲା ତାହାକୁ ପବିତ୍ର ସ୍ଥାନ ବୋଲି କହନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಜಾಗೊ ಬಿರಾಡಾಚ್ಯಾ ಭುತ್ತುರ್ ಬಲ್ಯಿತ್ ಹೊತ್ತೊ, ತ್ಯಾ ಘರಾಚ್ಯಾ ಪೈಲೆಚ್ಯಾ ಖೊಲಿಕ್ ಪವಿತ್ರ್ ಜಾಗೊ ಮನುನ್ ತ್ಯಾ ಪವಿತ್ರ್ ಜಾಗ್ಯಾರ್ ಚಿಮ್ನಿಚೊ ಖಾಂಬೊ ಮೆಜ್ ಅನಿ ದೆವಾಕ್ ಮನುನ್ ಭೆಟ್ವಲ್ಲಿ ಭಾಕ್ರಿಯಾ.
Recommended Reading