Hebrews 9:20 — Compare Translations

7 translations compared side by side

Odia - 1840
"ତା'ପରେ ମାଶାେ କହିଲେ, ଯେଉଁ ନିୟମଗୁଡ଼ିକୁ ପରମେଶ୍ବର ତୁମ୍ଭମାନଙ୍କୁ ପାଳନ କରିବା ପାଇଁ ଆଜ୍ଞା ଦଇେଛନ୍ତି, ସହେି ନିୟମର ରକ୍ତ ଏହି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵର ତୁମ୍ଭମାନଙ୍କ ସମ୍ଵନ୍ଧରେ ଯେଉଁ ନିୟମ ଆଦେଶ କରିଅଛନ୍ତି, ସେହି ନିୟମର ରକ୍ତ ଏହି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ କହିଲେ, “ଯେଉଁ ନିୟମ ପାଳନ କରିବାକୁ ଈଶ୍ୱର ତୁମ୍ଭମାନଙ୍କୁ ଆଦେଶ ଦେଇଛନ୍ତି, ଏହି ରକ୍ତ ସେହି ନୟମକୁ ମୁଦ୍ରାଙ୍କିତ କରୁଛି।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୋଶା କହିଲେ, “ଯେଉଁ ନିୟମଗୁଡ଼ିକୁ ପରମେଶ୍ୱର ତୁମ୍ଭମାନଙ୍କୁ ପାଳନ କରିବା ପାଇଁ ଆଜ୍ଞା ଦେଇଛନ୍ତି, ସେହି ନିୟମର ରକ୍ତ ଏହି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବର ତୁମ୍ଭମାନଙ୍କ ସମ୍ବନ୍ଧରେ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ସେହି ନିୟମର ରକ୍ତ ଏହି।
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱର ତୁମ୍ଭମାନଙ୍କ ସମ୍ବନ୍ଧରେ ଯେଉଁ ନିୟମ ଆଦେଶ କରିଅଛନ୍ତି, ସେହି ନିୟମର ରକ୍ତ ଏହି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಪಾಳುಚೆ ಮನುನ್ ದೆವಾನ್ ದಿಲ್ಲ್ಯಾ ಹುಕುಮಾನ್ ಸಾಂಗಲ್ಲೊ ಕರಾರ್ ಹೆ ರಗಾತ್ ಘಟ್ಟ್ ಕರ್‍ತಾ, ಮನುನ್ ಸಾಂಗುನ್ ತೆ ರಗಾತ್ ತೆಂಚ್ಯಾ ವೈರ್ ಸಿಪಡ್ಲ್ಯಾನ್.