Hebrews 9:21 — Compare Translations
7 translations compared side by side
Odia - 1840
"ମାଶାେ ପବିତ୍ର ତମ୍ବୁ ଉପରେ ସହେି ରକ୍ତ ଛିଞ୍ଚିଲେ। ଉପାସନା ପାଇଁ ଆବଶ୍ଯକ ହେଉଥିବା ପ୍ରେତ୍ୟକକ ବସ୍ତୁ ଉପରେ ମଧ୍ଯ ସେ ସହେି ରକ୍ତ ଛିଞ୍ଚିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ମଧ୍ୟ ସେ ତମ୍ଭୁ ପରିଚର୍ଯ୍ୟାର ସମସ୍ତ ପାତ୍ର ଉପରେ ସେହିପରି ରକ୍ତ ସେଚନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋଶା ସେହି ପ୍ରକାରେ ରକ୍ତ ନେଇ ତମ୍ବୁ ମନ୍ଦିର ଓ ଉପାସନାରେ ବ୍ୟବହୃତ ସମସ୍ତ ସାମଗ୍ରୀ ଉପରେ ସେଚନ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ପବିତ୍ର ତମ୍ବୁ ଉପରେ ସେହି ରକ୍ତ ଛିଞ୍ଚିଲେ। ଉପାସନା ପାଇଁ ଆବଶ୍ୟକ ହେଉଥିବା ପ୍ରତ୍ୟେକ ବସ୍ତୁ ଉପରେ ମଧ୍ୟ ସେ ସେହି ରକ୍ତ ଛିଞ୍ଚିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ମଧ୍ୟ ସେ ତମ୍ବୁ ଓ ଯାଜକୀୟ ପରିଚର୍ଯ୍ୟାର ସମସ୍ତ ପାତ୍ର ଉପରେ ସେହିପରି ରକ୍ତ ସେଚନ କଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ମଧ୍ୟ ସେ ତମ୍ବୁ ଓ ଯାଜକୀୟ ପରିଚର୍ଯ୍ୟାର ସମସ୍ତ ପାତ୍ର ଉପରେ ସେହିପରି ରକ୍ତ ସେଚନ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತಸೊಚ್ ಮೊಯ್ಜೆನ್ ತೆ ರಗಾತ್ ಬಿರಾಡಾರ್, ಅನಿ ವಾಪರ್ತಲ್ಯಾ ಜಿನ್ಸಾರ್ನಿ ಸಿಪಡ್ಲ್ಯಾನ್.