Hebrews 9:22 — Compare Translations

7 translations compared side by side

Odia - 1840
"ବ୍ଯବସ୍ଥା କୁ ହେ ଯେ, ପ୍ରେତ୍ୟକକ ବସ୍ତୁ ରକ୍ତ ଦ୍ବାରା ଶୁଦ୍ଧ ହାଇେ ପାରିବ। ଓ ବିନା ରକ୍ତ ରେ ପାପଗୁଡ଼ିକୁ କ୍ଷମା କରା ଯାଇ ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ବ୍ୟବସ୍ଥା ଅନୁସାରେ ପ୍ରାୟ ସମସ୍ତ ବିଷୟ ରକ୍ତ ଦ୍ଵାରା ଶୁଚିକୃତ ହୁଏ, ଆଉ ରକ୍ତପାତ ବିନା ପାପମୋଚନ ହୁଏ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବସ୍ତୁତଃ, ବ୍ୟବସ୍ଥାନୁସାରେ ସମସ୍ତ ବିଷୟ ରକ୍ତ ଦ୍ୱାରା ପବିତ୍ରୀକୃତ ହୁଏ ଏବଂ ରକ୍ତପାତ ଦ୍ୱାରା ହିଁ ପାପ କ୍ଷମା ହୁଏ।
Odia Bible ERV 2004 (ପବିତ୍ର ବାଇବଲ)
ବ୍ୟବସ୍ଥା କୁହେ ଯେ, ପ୍ରତ୍ୟେକ ବସ୍ତୁ ରକ୍ତ ଦ୍ୱାରା ଶୁଦ୍ଧ ହୋଇ ପାରିବ। ଓ ବିନା ରକ୍ତରେ ପାପଗୁଡ଼ିକୁ କ୍ଷମା କରାଯାଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋଶାଙ୍କ ବ୍ୟବସ୍ଥା ଅନୁସାରେ ପ୍ରାୟ ସମସ୍ତ ବିଷୟ ରକ୍ତ ଦ୍ୱାରା ଶୁଚିକୃତ ହୁଏ, ଆଉ ରକ୍ତପାତ ବିନା ପାପ କ୍ଷମା ହୁଏ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋଶାଙ୍କ ବ୍ୟବସ୍ଥା ଅନୁସାରେ ପ୍ରାୟ ସମସ୍ତ ବିଷୟ ରକ୍ତ ଦ୍ୱାରା ଶୁଚିକୃତ ହୁଏ, ଆଉ ରକ୍ତପାତ ବିନା ପାପ କ୍ଷମା ହୁଏ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೈ ಕರುನ್ ಹರ್ ಎಕ್ ರಗ್ತಾನುಚ್ ನಿತಳ್ ಹೊವ್ಚೆ ಮನುನ್ ಪವಿತ್ರ್ ಪುಸ್ತಕ್ ಸಾಂಗ್ತಾ ರಗಾತ್ ನಸ್ತಾನಾ ಪಾಪಾಚಿ ಸುಟ್ಕಾ ಹೊವ್ಕ್ ಹೊಯ್ನಾ.