Hebrews 9:23 — Compare Translations
7 translations compared side by side
Odia - 1840
"ସ୍ବର୍ଗସ୍ଥ ବିଷୟଗୁଡ଼ିକର ପ୍ରତିକୃତିଗୁଡିକ ପଶୁବଳି ଦ୍ବାରା ଶୁଦ୍ଧ କରାଯାଏ। କିନ୍ତୁ ସ୍ବର୍ଗସ୍ଥ ବିଷୟ ରେ ଶୁଦ୍ଧତା ପାଇଁ ଅପେକ୍ଷାକୃତ ଭଲ ବଳି ଦରକାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ସ୍ଵର୍ଗସ୍ଥ ବିଷୟଗୁଡ଼ିକର ଦୃଷ୍ଟାନ୍ତ ସମସ୍ତ ଏହିସବୁ ଦ୍ଵାରା ଶୁଚିକୃତ ହେବାର ଆବଶ୍ୟକ ଥିଲା, କିନ୍ତୁ ସ୍ଵର୍ଗୀୟ ବିଷୟଗୁଡ଼ିକ ତ ଏହିସବୁଠାରୁ ଶ୍ରେଷ୍ଠତର ବଳିଦାନ ଦ୍ଵାରା ଶୁଚିକୃତ ହେବାର ଆବଶ୍ୟକ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ବଷୟଗୁଡ଼ିକ ସ୍ୱର୍ଗୀୟ ମୂଳ ବିଷୟରେ ଅନୁରୂପ ମାତ୍ର, ସେହି ସବୁ ରକ୍ତ ଦ୍ୱାରା ପବିତ୍ରୀକୃତ ହେବାର ପ୍ରୟୋଜନ ଥିଲା, କିନ୍ତୁ ସ୍ୱର୍ଗୀୟ ବିଷୟଗୁଡ଼ିକ ନିମନ୍ତେ ମହତ୍ତର ବଳିଦାନ ଆବଶ୍ୟକ।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟଙ୍କ ବଳିଦାନ ପାପଗୁଡ଼ିକୁ ଧୋଇ ଦିଏ ସ୍ୱର୍ଗସ୍ଥ ବିଷୟ ଗୁଡ଼ିକର ପ୍ରତିକୃତିଗୁଡ଼ିକ ପଶୁବଳି ଦ୍ୱାରା ଶୁଦ୍ଧ କରାଯାଏ। କିନ୍ତୁ ସ୍ୱର୍ଗସ୍ଥ ବିଷୟରେ ଶୁଦ୍ଧତା ପାଇଁ ଅପେକ୍ଷାକୃତ ଭଲ ବଳି ଦରକାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ସ୍ୱର୍ଗସ୍ଥ ବିଷୟଗୁଡ଼ିକର ଦୃଷ୍ଟାନ୍ତ ସମସ୍ତ ଏହିସବୁ ଦ୍ୱାରା ଶୁଚିକୃତ ହେବାର ଆବଶ୍ୟକ ଥିଲା, କିନ୍ତୁ ସ୍ୱର୍ଗୀୟ ବିଷୟଗୁଡ଼ିକ ତ ଏହି ସବୁଠାରୁ ଶ୍ରେଷ୍ଠତର ବଳିଦାନ ଦ୍ୱାରା ଶୁଚିକୃତ ହେବାର ଆବଶ୍ୟକ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ସ୍ୱର୍ଗସ୍ଥ ବିଷୟଗୁଡ଼ିକର ଦୃଷ୍ଟାନ୍ତ ସମସ୍ତ ଏହି ସବୁ ଦ୍ୱାରା ଶୁଚିକୃତ ହେବାର ଆବଶ୍ୟକ ଥିଲା, କିନ୍ତୁ ସ୍ୱର୍ଗୀୟ ବିଷୟଗୁଡ଼ିକ ତ ଏହି ସବୁଠାରୁ ଶ୍ରେଷ୍ଠତର ବଳିଦାନ ଦ୍ୱାରା ଶୁଚିକୃତ ହେବାର ଆବଶ୍ୟକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿ ಸಾಮಾನ್ ಸರ್ಗಾತ್ಲ್ಯಾ ಸಾಮಾನಾಂಚಿ ಸಾವ್ಳಿ ಹೊವ್ನ್ ಹಾತ್, ಹೆ ಜನಾವರಾಂಚ್ಯಾ ಯಜ್ಞಾನಿ ಪರಿಶುದ್ದ್ ಕರುಚೆ ಹೊಲ್ಯಾರ್ ಸರ್ಗಾತ್ಲ್ಯಾ ಖರ್ಯಾ ಸಾಮಾನಾ ಸಾಟ್ನಿ ಬರೊ ಯಜ್ನ್ ಒಪ್ಸುಚೆ ಹೊಲ್ಲೆ ಹಾಯ್.