Hebrews 9:24 — Compare Translations

7 translations compared side by side

Odia - 1840
"ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ଭିତରକୁ ଗଲେ। କିନ୍ତୁ ସେ ମନଷ୍ଯ ହସ୍ତନିର୍ମିତ ମହାପବିତ୍ର ସ୍ଥାନକୁ ଗଲେ ନାହିଁ। ଏହି ପରମ ପବିତ୍ର ସ୍ଥାନଟି ପ୍ରକୃତ ସ୍ଥାନର ପ୍ରତିକୃତି ମାତ୍ର। ଯୀଶୁ ସ୍ବର୍ଗ ଭିତରକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରକୃତ ବିଷୟର ପ୍ରତିରୂପ ଯେ ହସ୍ତକୃତ ମହାପବିତ୍ର ସ୍ଥାନ, ସେଥିରେ ଖ୍ରୀଷ୍ଟ ପ୍ରବେଶ ନ କରି ବରଂ ଆମ୍ଭମାନଙ୍କ ନିମନ୍ତେ ଏବେ ଈଶ୍ଵରଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ସ୍ଵର୍ଗରେ ପ୍ରବେଶ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯାହା ମନୁଷ୍ୟ ହସ୍ତକୃତ ନୁହେଁ, ଏପରି ଏକ ପବିତ୍ର ସ୍ଥାନକୁ ଖୀଷ୍ଟ ଯାଇଛନ୍ତି। ତାହା କୌଣସି ମୂଳ ବିଷୟରେ ଅନୁରୂପ ନୁହେଁ। ସେ ସ୍ୱର୍ଗକୁ ହିଁ ଯାଇଛନ୍ତି। ସେଠାରେ ସେ ଆମ୍ଭମାନଙ୍କ ସପକ୍ଷେ ବର୍ତ୍ତମାନ ଈଶ୍ୱରଙ୍କ ସମ୍ମୁଖରେ ଉପସ୍ଥିତ ଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ଭିତରକୁ ଗଲେ। କିନ୍ତୁ ସେ ମନୁଷ୍ୟ ହସ୍ତନିର୍ମିତ ମହାପବିତ୍ର ସ୍ଥାନକୁ ଗଲେ ନାହିଁ। ଏହି ପରମ ପବିତ୍ର ସ୍ଥାନଟି ପ୍ରକୃତ ସ୍ଥାନର ପ୍ରତିକୃତି ମାତ୍ର। ଯୀଶୁ ସ୍ୱର୍ଗ ଭିତରକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରକୃତ ବିଷୟର ପ୍ରତିରୂପ ଯେ ହସ୍ତକୃତ ମହାପବିତ୍ର ସ୍ଥାନ, ସେଥିରେ ଖ୍ରୀଷ୍ଟ ପ୍ରବେଶ ନ କରି ବରଂ ଆମ୍ଭମାନଙ୍କ ନିମନ୍ତେ ଏବେ ଈଶ୍ବରଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ସ୍ୱର୍ଗରେ ପ୍ରବେଶ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରକୃତ ବିଷୟର ପ୍ରତିରୂପ ଯେ ହସ୍ତକୃତ ମହାପବିତ୍ର ସ୍ଥାନ, ସେଥିରେ ଖ୍ରୀଷ୍ଟ ପ୍ରବେଶ ନ କରି ବରଂ ଆମ୍ଭମାନଙ୍କ ନିମନ୍ତେ ଏବେ ଈଶ୍ୱରଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ସ୍ୱର୍ଗରେ ପ୍ରବେଶ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತ್ ಆಗ್ದಿ ಪವಿತ್ರ್ ಜಾಗ್ಯಾರ್ ಗೆಲೊ, ಖರೆ ತೊ ಮಾನ್ಸಾನ್ ಕರಲ್ಲ್ಯಾ ಪವಿತ್ರ್ ಜಾಗ್ಯಾರ್ ಜಾವ್ಕ್ ನಾ, ಹ್ಯೊ ಪವಿತ್ರ್ ಜಾಗೊ ಖರೆ ಹೊಲಾ, ಜಾಗ್ಯಾಚಿ ಸಾವ್ಳಿ ಯೆವ್ಡಿಚ್ ಹೊವ್ನ್ ಹಾಯ್ ಕ್ರಿಸ್ತ್ ಸರ್ಗಾರ್ ಅಮ್ಚ್ಯಾ ಭಾಜುಕ್ನಾ ಜಾವ್ನ್ ಅಮ್ಕಾ ಮಜ್ಜತ್ ಕರುಕ್ ಸಾಟ್ನಿ ಅತ್ತಾ ದೆವಾಚ್ಯಾ ಜಗೊಳ್ ಹಾಯ್.