Hebrews 9:25 — Compare Translations

7 translations compared side by side

Odia - 1840
"ବର୍ତ୍ତମାନ ସେ ମଧ୍ଯ ଆମ୍ଭକୁ ସାହାୟ୍ଯ କରିବା ପାଇଁ ସଠାେରେ ପରମେଶ୍ବରଙ୍କ ଆଗ ରେ ଅଛନ୍ତି। ମହାୟାଜକ ମହାପବିତ୍ର ସ୍ଥାନ ରେ ବର୍ଷକୁ ଥରେ ମାତ୍ର ପ୍ରବେଶ କରନ୍ତି। ପୁଣି ଉତ୍ସର୍ଗ କରିବା ନିମନ୍ତେ ରକ୍ତ ନଇେ ଯାଆନ୍ତି। କିନ୍ତୁ ସେ ଯୀଶୁଙ୍କ ଭଳି ନିଜର ରକ୍ତ ସମର୍ପଣ କରନ୍ତି ନାହିଁ। ମହାୟାଜକ ଯେପରି ଥରକୁ ଥର ରକ୍ତ ସମର୍ପଣ କରନ୍ତି, ଖ୍ରୀଷ୍ଟ ନିଜକୁ ସଭେଳି ଥରକୁ ଥର ସମର୍ପଣ କରିବା ପାଇଁ ସ୍ବର୍ଗ ରେ ପ୍ରବେଶ କରି ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମହାଯାଜକ ଯେପରି ଅନ୍ୟର ରକ୍ତ ଘେନି ବର୍ଷକୁ ବର୍ଷ ମହାପବିତ୍ର ସ୍ଥାନରେ ପ୍ରବେଶ କରନ୍ତି, ସେହିପରି ସେ ଯେ ଥରକୁଥର ଆପଣାକୁ ଉତ୍ସର୍ଗ କରିବେ, ତାହା ନୁହେଁ;
Odia BSI (ପବିତ୍ର ବାଇବଲ (CL) NT (BSI))
ଇହୁଦୀୟ ମହାଯାଜକ ବର୍ଷକୁ ଥରେ ପଶୁ ରକ୍ତ ନେଇ ମହାପବିତ୍ର ସ୍ଥାନକୁ ଯାଆନ୍ତି। କିନ୍ତୁ ଖୀଷ୍ଟ ନିଜକୁ ବାରମ୍ବାର ଉତ୍ସର୍ଗ କରିବା ପାଇଁ ସେଠାକୁ ଯାଇ ନାହିଁନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ସେ ମଧ୍ୟ ଆମ୍ଭକୁ ସାହାଯ୍ୟ କରିବା ପାଇଁ ସେଠାରେ ପରମେଶ୍ୱରଙ୍କ ଆଗରେ ଅଛନ୍ତି। ମହାଯାଜକ ମହାପବିତ୍ର ସ୍ଥାନରେ ବର୍ଷକୁ ଥରେ ମାତ୍ର ପ୍ରବେଶ କରନ୍ତି। ପୁଣି ଉତ୍ସର୍ଗ କରିବା ନିମନ୍ତେ ରକ୍ତ ନେଇ ଯାଆନ୍ତି। କିନ୍ତୁ ସେ ଯୀଶୁଙ୍କ ଭଳି ନିଜର ରକ୍ତ ସମର୍ପଣ କରନ୍ତି ନାହିଁ। ମହାଯାଜକ ଯେପରି ଥରକୁ ଥର ରକ୍ତ ସମର୍ପଣ କରନ୍ତି, ଖ୍ରୀଷ୍ଟ ନିଜକୁ ସେଭଳି ଥରକୁ ଥର ସମର୍ପଣ କରିବା ପାଇଁ ସ୍ୱର୍ଗରେ ପ୍ରବେଶ କରି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମହାଯାଜକ ଯେପରି ଅନ୍ୟର ରକ୍ତ ଘେନି ବର୍ଷକୁ ବର୍ଷ ମହାପବିତ୍ର ସ୍ଥାନରେ ପ୍ରବେଶ କରନ୍ତି, ସେହିପରି ସେ ଯେ ଥରକୁଥର ଆପଣାକୁ ଉତ୍ସର୍ଗ କରିବେ, ତାହା ନୁହେଁ;
Odia IRV 2017 (ଓଡିଆ ବାଇବେଲ)
ମହାଯାଜକ ଯେପରି ଅନ୍ୟର ରକ୍ତ ଘେନି ବର୍ଷକୁ ବର୍ଷ ମହାପବିତ୍ର ସ୍ଥାନରେ ପ୍ରବେଶ କରନ୍ତି, ସେହିପରି ସେ ଯେ ଥରକୁଥର ଆପଣାକୁ ଉତ୍ସର୍ଗ କରିବେ, ତାହା ନୁହେଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆವಾಂಚೊ ಮೊಟೊ ಯಾಜಕ್ ವರ್ಸಾಕ್ ಎಗ್ದಾ ಅಗ್ದಿ ಪವಿತ್ರ್ ಜಾಗ್ಯಾರ್ ಜಾತಾನಾ ಜನಾವರಾಂಚೆ ರಗಾತ್ ಅಪ್ಲ್ಯಾ ವಾಂಗ್ಡಾ ದೆವಾಕ್ ಒಪ್ಸುಕ್ ಮನುನ್ ಘೆವ್ನ್ ಜಾಯ್ತ್, ಖರೆ ಕ್ರಿಸ್ತ್ ಪರ್ತುನ್ ಭೆಟ್ಟುಕ್ ಮನುನ್ ಜಾವ್ಕ್ ನಾ.