Hebrews 9:26 — Compare Translations

7 translations compared side by side

Odia - 1840
"ଯଦି ଖ୍ରୀଷ୍ଟ ନିଜକୁ ଅନକେ ଥର ସମର୍ପଣ କରି ଥାଆନ୍ତେ, ତା' ହେଲେ ଜଗତ ସୃଷ୍ଟି ହବୋ ଦିନଠାରୁ ତାହାଙ୍କୁ ଅନକେ ଥର ଯାତନା ସହିବାକୁ ପଡ଼ିଥାନ୍ତା। କିନ୍ତୁ ଖ୍ରୀଷ୍ଟ ଥରେ ମାତ୍ର ଆସିଲେ ଓ ନିଜକୁ ଉତ୍ସର୍ଗ କଲେ। ୟୁଗାନ୍ତ ସମୟରେ ଆପଣାକୁ ବଳିରୂପେ ଉତ୍ସର୍ଗ କରିବା ଦ୍ବାରା ଯୀଶୁ ସମସ୍ତ ପାପ ହରଣ କରିବା ପାଇଁ ଆସିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାହେଲେ ଜଗତର ପତ୍ତନାବଧି ଥରକୁ ଥର ତାହାଙ୍କୁ ମୃତ୍ୟୁଭୋଗ କରିବାକୁ ହୋଇଥାଆନ୍ତା; କିନ୍ତୁ ଏବେ ସେ ଯୁଗା; ସମୟରେ ଆପଣାକୁ ବଳିରୂପେ ଉତ୍ସର୍ଗ କରିବା ଦ୍ଵାରା ପାପ ଦୂର କରିବାକୁ ପ୍ରକାଶିତ ହୋଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାହେଲେ, ତାଙ୍କୁ ଜଗତର ସୃଷ୍ଟି ସମୟରୁ ବହୁବାର ଦୁଃଖଭୋଗ କରିବାକୁ ପଡ଼ି ଥାଆନ୍ତି। ବରଞ୍ଚ ସେ ଯୁଗାନ୍ତ ସମୟରେ ନିଜକୁ ବଳି ରୂପେ ଉତ୍ସର୍ଗ କରିବା ଦ୍ୱାରା କାଳ କାଳକୁ ପାପର ଶକ୍ତି ଲୋପ କରିବା ପାଇଁ ଆସିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଖ୍ରୀଷ୍ଟ ନିଜକୁ ଅନେକ ଥର ସମର୍ପଣ କରି ଥାଆନ୍ତେ, ତା’ହେଲେ ଜଗତ ସୃଷ୍ଟି ହେବା ଦିନଠାରୁ ତାହାଙ୍କୁ ଅନେକ ଥର ଯାତନା ସହିବାକୁ ପଡ଼ିଥା’ନ୍ତା। କିନ୍ତୁ ଖ୍ରୀଷ୍ଟ ଥରେ ମାତ୍ର ଆସିଲେ ଓ ନିଜକୁ ଉତ୍ସର୍ଗ କଲେ। ଯୁଗାନ୍ତ ସମୟରେ ଆପଣାକୁ ବଳିରୂପେ ଉତ୍ସର୍ଗ କରିବା ଦ୍ୱାରା ଯୀଶୁ ସମସ୍ତ ପାପ ହରଣ କରିବା ପାଇଁ ଆସିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାହେଲେ ଜଗତର ପତ୍ତନ ସମୟଠାରୁ ଥରକୁଥର ତାହାଙ୍କୁ ମୃତ୍ୟୁଭୋଗ କରିବାକୁ ହୋଇଥାଆନ୍ତା; କିନ୍ତୁ ଏବେ ସେ ଯୁଗାନ୍ତ ସମୟରେ ଆପଣାକୁ ବଳି ରୂପେ ଉତ୍ସର୍ଗ କରିବା ଦ୍ୱାରା ପାପ ଦୂର କରିବାକୁ ପ୍ରକାଶିତ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତାହାହେଲେ ଜଗତର ପତ୍ତନ ସମୟଠାରୁ ଥରକୁଥର ତାହାଙ୍କୁ ମୃତ୍ୟୁଭୋଗ କରିବାକୁ ହୋଇଥାଆନ୍ତା; କିନ୍ତୁ ଏବେ ସେ ଯୁଗାନ୍ତ ସମୟରେ ଆପଣାକୁ ବଳି ରୂପେ ଉତ୍ସର୍ଗ କରିବା ଦ୍ୱାରା ପାପ ଦୂର କରିବାକୁ ପ୍ରକାଶିତ ହୋଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತಾನ್ ಲೈಂದಾ ಅಪ್ನಾಕ್ ಒಪ್ಸುನ್ ಘೆಟಲ್ಲೆ ಹೊಲ್ಯಾರ್ ಹ್ಯೊ ಜಗ್ ತಯಾರ್ ಹೊಲ್ಲ್ಯಾಕ್ನಾ ತೊ ಲೈಂದಾ ತರಾಸ್ ಕರುನ್ ಘೆವ್ಚೊ ಹೊತ್ತೊ, ಖರೆ ಕ್ರಿಸ್ತಾನ್ ಜಗಾಚ್ಯಾ ಸರ್ತಲ್ಯಾ ದಿಸಾತ್ನಿ ಪಾಪ್ ನಾ ಕರುಚೆ ಮನುನ್ ಅಪ್ನಾಕ್ ಎಕುಚ್ ದಾ ಒಪ್ಸುನ್ ಘೆಟ್ಲ್ಯಾನ್.