Hebrews 9:28 — Compare Translations

7 translations compared side by side

Odia - 1840
"ଖ୍ରୀଷ୍ଟ ଥରେ ବଳି ଭାବରେ ସମର୍ପିତ ହେଲେ, ଯେପରି ଅନକେ ଲୋକଙ୍କର ପାପ ଦୂର କରିପାରିବେ। ଖ୍ରୀଷ୍ଟ ଦ୍ବିତୀୟଥର ଲୋକମାନଙ୍କର ପାପ ପାଇଁ ନୁହେଁ, ମାତ୍ର ଯେଉଁମାନେ ତାହାଙ୍କ ପାଇଁ ପ୍ରତୀକ୍ଷା କରୁଥିବେ, ସମାନଙ୍କେର ମୁକ୍ତି ପାଇଁ ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେମାତ୍ର ଉତ୍ସର୍ଗୀକୃତ ହୋଇ ଦ୍ଵିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହିପରି ଅନେକଙ୍କ ପାପ ଦୂର କରିବାକୁ ଖ୍ରୀଷ୍ଟ ଥରକ ପାଇଁ ବଳି ରୂପେ ଉତ୍ସର୍ଗିତ ହେଲେ। ସେ ଦ୍ୱିତୀୟ ଥର ଆସିବେ। ସେତେବେଳେ ଆଉ ପାପାର ମୂକାବିଲା କରିବା ତାଙ୍କ ସେ ଆସିବେ ନାହିଁ। ସେ ଆସିବେ, ତଙ୍କ ନିମନ୍ତେ ଅପେକ୍ଷା କରୁଥିବାମ ମନୁଷ୍ୟମାନଙ୍କୁ ଉଦ୍ଧାର କରିବା ପାଇଁ।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟ ଥରେ ବଳି ଭାବରେ ସମର୍ପିତ ହେଲେ, ଯେପରି ଅନେକ ଲୋକଙ୍କର ପାପ ଦୂର କରି ପାରିବେ। ଖ୍ରୀଷ୍ଟ ଦ୍ୱିତୀୟ ଥର ଲୋକମାନଙ୍କର ପାପ ପାଇଁ ନୁହେଁ, ମାତ୍ର ଯେଉଁମାନେ ତାହାଙ୍କ ପାଇଁ ପ୍ରତୀକ୍ଷା କରୁଥିବେ, ସେମାନଙ୍କର ମୁକ୍ତି ପାଇଁ ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେ ମାତ୍ର ଉତ୍ସର୍ଗୀକୃତ ହେଲେ, କିନ୍ତୁ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେମାତ୍ର ଉତ୍ସର୍ଗୀକୃତ ହୋଇ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಚ್ ಕ್ರಿಸ್ತ್ ಬಿ ಲೈ ಲೊಕಾಂಚೊ ಪಾಪ್ ಕಾಡುನ್ ಘಾಲುಕ್ ಎಕುಚ್ ಎಗ್ದಾ ಅಪ್ನಾಕ್ ಬಲಿ ಹೊವ್ನ್ ಒಪ್ಸುನ್ ಘೆಟ್ಲ್ಯಾನ್, ಕ್ರಿಸ್ತ್ ದೊನ್ವೆದಾ ಯೆತಲೊ ಲೊಕಾಂಚೊ ಪಾಪ್ ಕಾಡುಕ್ ನ್ಹಯ್ ಅಪ್ನಾಸಾಟ್ನಿ ರಾಕಿತ್ ಹೊತ್ತ್ಯಾ ಲೊಕಾಕ್ನಿ ಸುಟ್ವುನ್ ನ್ಹೆವ್ ಸಾಟ್ನಿ ಯೆತಾ.