Hebrews 9:3 — Compare Translations
7 translations compared side by side
Odia - 1840
"ଦ୍ବିତୀୟ ପରଦା ପଛ ପଟ ରେ ଯେଉଁ ବଖରାଟି ଥିଲା ତାହାକୁ 'ମହାପବିତ୍ର ସ୍ଥାନ' କୁହାଯାଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦ୍ଵିତୀୟ ଯବନିକାର ପଶ୍ଚାତରେ ତମ୍ଵୁର ଯେଉଁ ଭାଗ ଥିଲା, ତାହାକୁ ମହାପବିତ୍ର ସ୍ଥାନ ବୋଲି କହନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ପର୍ଦ୍ଧୀ। ପଛରେ ଯେଉଁ ଦ୍ୱିତୀୟ ପ୍ରକୋଷ୍ଠ ଥିଲା, ତାହାକୁ ‘ମହାପବିତ୍ର ସ୍ଥାନ’- କୁହାଯାଉଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଦ୍ୱିତୀୟ ପରଦା ପଛ ପଟରେ ଯେଉଁ ବଖରାଟି ଥିଲା ତାହାକୁ ‘ମହାପବିତ୍ର ସ୍ଥାନ’ କୁହାଯାଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦ୍ୱିତୀୟ ଯବନିକାର ପଶ୍ଚାତରେ ତମ୍ବୁର ଯେଉଁ ଭାଗ ଥିଲା, ତାହାକୁ ମହାପବିତ୍ର ସ୍ଥାନ ବୋଲି କହନ୍ତି;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦ୍ୱିତୀୟ ଯବନିକାର ପଶ୍ଚାତରେ ତମ୍ବୁର ଯେଉଁ ଭାଗ ଥିଲା, ତାହାକୁ ମହାପବିତ୍ର ସ୍ଥାନ ବୋଲି କହନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೊನ್ವ್ಯಾ ಫಡ್ದ್ಯಾಚ್ಯಾ ಫಾಟಿ ಆಗ್ದಿ ಪವಿತ್ರ್ ಜಾಗೊ ಮನ್ವುನ್ ಘೆತಲಿ ಖೊಲಿ ಹೊತ್ತಿ.