Hebrews 9:4 — Compare Translations
7 translations compared side by side
Odia - 1840
"ଏଠା ରେ ସୁଗନ୍ଧିତ ଦ୍ରବ୍ଯ ପୋଡ଼ିବା ପାଇଁ ଗୋଟିଏ ସୁନାର ବଦେୀ ଥିଲା। 'ପୁରାତନ ନିୟମ315 ଗୋଟିଏ ପବିତ୍ର ବାକ୍ସ ଭିତ ରେ ଥିଲା। ବାକ୍ସ ସୁନା ରେ ତିଆରି ହାଇେଥିଲା। ସହେି ବାକ୍ସ ଭିତ ରେ ସୁନା ରେ ତିଆରି ମାନ୍ନା316 ରଖା ହାଇେଥିବା ଗୋଟିଏ ପାତ୍ର ଥିଲା। ହାରୋଣର ବାଡ଼ିଟି ଯେଉଁବାଡ଼ି ଉପରେ ନୂଆ ହାଇେ ପତ୍ର କଅଁଳି ଥିଲା ମଧ୍ଯ ଥିଲା। ସହେି ବାକ୍ସ ରେ ପୁରାତନ ନିୟମର ଦଶଆଜ୍ଞା ଲଖାେଥିବା ପ୍ରସ୍ତର ଫଳକମାନ ମଧ୍ଯ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଠାରେ ସୁବର୍ଣ୍ଣର ଧୂପବେଦି ଓ ଚତୁଷ୍ପାର୍ଶ୍ଵ ସୁବର୍ଣ୍ଣ ମଣ୍ତିତ ନିୟମ-ସିନ୍ଦୁକ ଥିଲା । ସେହି ନିୟମ-ସିନ୍ଦୁକରେ ମାନ୍ନା ରଖାଯାଇଥିବା ଗୋଟିଏ ସୁବର୍ଣ୍ଣର ପାତ୍ର, ହାରୋଣଙ୍କ ମଞ୍ଜରିତ ଯଷ୍ଟି ଓ ନିୟମର ଦୁଇ ପ୍ରସ୍ତରଫଳକ ଥିଲା,ଣଣଗଣ. ୧୭:୧୦
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ ଏକ ସୁବର୍ଣ୍ଣ ପାତ୍ର, ହାରୋଣଙ୍କ ପଲ୍ଲବିତ ଯଷ୍ଟି ଏବଂ ଈଶ୍ୱରଙ୍କ ଆଜ୍ଞାଖୋଦିତ ଦୂଇ ପ୍ରସ୍ତର ଫଳକ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଏଠାରେ ସୁଗନ୍ଧିତ ଦ୍ରବ୍ୟ ପୋଡ଼ିବା ପାଇଁ ଗୋଟିଏ ସୁନାର ବେଦୀ ଥିଲା। ‘ପୁରାତନ ନିୟମ ଗୋଟିଏ ପବିତ୍ର ବାକ୍ସ ଭିତରେ ଥିଲା। ବାକ୍ସ ସୁନାରେ ତିଆରି ହୋଇଥିଲା। ସେହି ବାକ୍ସ ଭିତରେ ସୁନାରେ ତିଆରି ମାନ୍ନା ରଖା ହୋଇଥିବା ଗୋଟିଏ ପାତ୍ର ଥିଲା। ହାରୋଣର ବାଡ଼ିଟି ଯେଉଁବାଡ଼ି ଉପରେ ନୂଆ ହୋଇ ପତ୍ର କଅଁଳି ଥିଲା । ସେହି ବାକ୍ସରେ ପୁରାତନ ନିୟମର ଦଶଆଜ୍ଞା ଲେଖାଥିବା ପ୍ରସ୍ତର ଫଳକମାନ ମଧ୍ୟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଠାରେ ସୁବର୍ଣ୍ଣର ଧୂପବେଦି ଓ ଚତୁଃପାର୍ଶ୍ୱ ସୁବର୍ଣ୍ଣ ମଣ୍ଡିତ ନିୟମ-ସିନ୍ଦୁକ ଥିଲା। ସେହି ନିୟମ-ସିନ୍ଦୁକରେ ମାନ୍ନା ରଖାଯାଇଥିବା ଗୋଟିଏ ସୁବର୍ଣ୍ଣର ପାତ୍ର, ହାରୋଣଙ୍କ ମଞ୍ଜରିତ ଯଷ୍ଟି ଓ ନିୟମର ଦୁଇ ପ୍ରସ୍ତରଫଳକ ଥିଲା,
Odia IRV 2017 (ଓଡିଆ ବାଇବେଲ)
ସେଠାରେ ସୁବର୍ଣ୍ଣର ଧୂପବେଦି ଓ ଚତୁଃପାର୍ଶ୍ୱ ସୁବର୍ଣ୍ଣ ମଣ୍ଡିତ ନିୟମସିନ୍ଦୁକ ଥିଲା । ସେହି ନିୟମସିନ୍ଦୁକରେ ମାନ୍ନା ରଖାଯାଇଥିବା ଗୋଟିଏ ସୁବର୍ଣ୍ଣର ପାତ୍ର, ହାରୋଣଙ୍କ ମଞ୍ଜରିତ ଯଷ୍ଟି ଓ ନିୟମର ଦୁଇ ପ୍ରସ୍ତରଫଳକ ଥିଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಗ್ದಿ ಪವಿತ್ರ್ ಜಾಗ್ಯಾರ್ ಧುಪ್ ಜಾಳ್ವುಕ್ ಸೊನ್ಯಾಚೆ ಅಲ್ತಾರ್ ಹೊತ್ತೆ, ತೆ ನಸ್ತಾನಾ ಪೈಲೆಚೆ ಕರಾರಾತ್ ಥವ್ತಲಿ ಕರಾರಾಚಿ ಪೆಟಿ ಹೊತ್ತಿ, ತೆಕಾ ಸೊನ್ಯಾಚಿ ತಗ್ಡಾ ಲಾವಲ್ಲಿ ಹೊತ್ತಿ, ತೆಚ್ಯಾ ಭುತ್ತುರ್ ಸೊನ್ಯಾಚ್ಯಾ ಆಯ್ದಾನಾತ್ ಥವಲ್ಲೊ ಮನ್ನಾ ಅನಿ ಎಕ್ನತ್ತ್ಯಾ ಎಕ್ ವೆಳಾರ್ ಪಾನಾ ಚಿಗ್ರುನ್ ಯೆಲ್ಲೊ ಆರೊನಾಚೊ ದಾಂಡೊ ಹೊತ್ತೊ, ಪೈಲೆಚಿ ಧಾ ಆಜ್ಞಾ ಲಿವಲ್ಲಿ ಹೊತ್ತಿ, ಗುಂಡ್ಯಾಂಚಿ ಫಳಿಯಾ ತ್ಯಾತುರ್ ಥವಲ್ಲಿ ಹೊತ್ತಿ.