Hebrews 9:5 — Compare Translations
7 translations compared side by side
Odia - 1840
"ବାକ୍ସ ଉପରେ କିରୁବ ସ୍ବର୍ଗଦୂତଗଣ ପରମେଶ୍ବରଙ୍କ ମହିମା ପ୍ରଦର୍ଶିତ କରୁଥିଲେ। ଏମାନେ 'ଦୟାର ଆସନ'317 ରେ ଉପବିଷ୍ଟ ଥିଲେ। କିନ୍ତୁ ଆମ୍ଭେ ଏବେ ବିସ୍ତାର ପୂର୍ବକ ସେ ବିଷୟ ରେ କହି ପାରିବୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତାହା ଉପରେ ପାପାଚ୍ଛାଦନକୁ ଛାୟା କରୁଥିବା ଈଶ୍ଵରଙ୍କ ଗୌରବସୂଚକ ଦୁଇଟି କିରୂବ ଥିଲେ; ସେହି ସବୁ ବିଷୟରେ ଏବେ ଆମ୍ଭେମାନେ ସବିଶେଷ କହି ନ ପାରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସିନ୍ଦୁକ ପକ୍ଷ ବିଶିଷ୍ଟ ଦୁଇ ପ୍ରାଣୀଙ୍କର ପ୍ରତିମୂର୍ତ୍ତି ଥିଲା। ଏମାନେ “ପାପକ୍ଷମା” ସ୍ଥାନ ଉପରେ ପକ୍ଷ ବିସ୍ତା କରି ରହିଥିଲେ, କିନ୍ତୁ ବର୍ତ୍ତମାନ ଏ ସବୁର ବିଶଦ ବ୍ୟାଖ୍ୟା ଅନାବଶ୍ୟକ।
Odia Bible ERV 2004 (ପବିତ୍ର ବାଇବଲ)
ବାକ୍ସ ଉପରେ କିରୁବ ସ୍ୱର୍ଗଦୂତଗଣ ପରମେଶ୍ୱରଙ୍କ ମହିମା ପ୍ରଦର୍ଶିତ କରୁଥିଲେ। ଏମାନେ ‘ଦୟାର ଆସନ’ ରେ ଉପବିଷ୍ଟ ଥିଲେ। କିନ୍ତୁ ଆମ୍ଭେ ଏବେ ବିସ୍ତାର ପୂର୍ବକ ସେ ବିଷୟରେ କହି ପାରିବୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତାହା ଉପରେ ପାପାଚ୍ଛାଦନକୁ ଛାୟା କରୁଥିବା ଈଶ୍ବରଙ୍କ ଗୌରବସୂଚକ ଦୁଇଟି କିରୂବ ଥିଲେ; ସେହିସବୁ ବିଷୟରେ ଏବେ ଆମ୍ଭେମାନେ ସବିଶେଷ କହି ନ ପାରୁ।
Odia IRV 2017 (ଓଡିଆ ବାଇବେଲ)
ଆଉ ତାହା ଉପରେ ପାପାଚ୍ଛାଦନକୁ ଛାୟା କରୁଥିବା ଈଶ୍ୱରଙ୍କ ଗୌରବସୂଚକ ଦୁଇଟି କିରୂବ ଥିଲେ; ସେହି ସବୁ ବିଷୟରେ ଏବେ ଆମ୍ଭେମାନେ ସବିଶେଷ କହି ନ ପାରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಡೆವ್ಳಿಯಾ ವೈನಿ ದೆವಾಚೊ ವೈಭವ್ ದಾಕ್ವುತಲಿ ಚಿತ್ರಾ ಕೆರುಬಿ ಹೊತ್ತಿ, ತೆ ದೆವಾಚೆ ಹಾಜಿರ್ ಪಾನ್ ದಾಕ್ವಿತ್ ತ್ಯಾ ಫಾಕಾಟ್ಯಾನಿ ಎಕ್ ಸಿವಾಸನ್ ನಿಪ್ವುನ್ ಥವಲ್ಯಾನಿ, ತ್ಯಾ ಜಾಗ್ಯಾ ವೈನಾ ಪಾಪಾಂಚಿ ಮಾಪಿ ಹೊಯ್ತ್ ಹೊತ್ತಿ, ಅತ್ತಾ ಅಮ್ಚ್ಯಾ ಕಡೆ ಹೆ ಸಗ್ಳೆ ಸಾಂಗುಕ್ ವೆಳ್ ನಾ.