Hebrews 9:6 — Compare Translations

7 translations compared side by side

Odia - 1840
"ମାରେ କହିବା ଅନୁଯାଯୀ ସହେି ତମ୍ବୁ ରେ ସମସ୍ତ କିଛି ପ୍ରସ୍ତୁତ କରି ରଖା ଯାଇଥିଲା। ଯାଜକମାନେ ଉପାସନା କର୍ୟ୍ଯ କରିବା ପାଇଁ ପ୍ରଥମ ବଖରାଟିକୁ ପ୍ରତିଦିନ ଯାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସବୁ ଏହି ପ୍ରକାରେ ପ୍ରସ୍ତୁତ ହୋଇଥିବାରୁ ଯାଜକ-ମାନେ ଉପାସନା କରିବା ନିମନ୍ତେ ତମ୍ଵୁର ପ୍ରଥମ ଭାଗରେ ସର୍ବଦା ପ୍ରବେଶ କରନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ ଏହିପରି ବ୍ୟବସ୍ଥା ରହିଛି:ଯାଜକମାନେ ପ୍ରତିଦିନ ତମ୍ବୁର ପ୍ରଥମ ପ୍ରକାଷ୍ଠରେ ପ୍ରବେଶ କରି ସମାନଙ୍କର କର୍ତ୍ତବ୍ୟ ସାଧନ କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ମୋର କହିବା ଅନୁଯାୟୀ ସେହି ତମ୍ବୁରେ ସମସ୍ତ କିଛି ପ୍ରସ୍ତୁତ କରି ରଖା ଯାଇଥିଲା। ଯାଜକମାନେ ଉପାସନା କାର୍ଯ୍ୟ କରିବା ପାଇଁ ପ୍ରଥମ ବଖରାଟିକୁ ପ୍ରତିଦିନ ଯାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିସବୁ ଏହି ପ୍ରକାରେ ପ୍ରସ୍ତୁତ ହୋଇଥିବାରୁ ଯାଜକମାନେ ଉପାସନା କରିବା ନିମନ୍ତେ ତମ୍ବୁର ପ୍ରଥମ ଭାଗରେ ସର୍ବଦା ପ୍ରବେଶ କରନ୍ତି,
Odia IRV 2017 (ଓଡିଆ ବାଇବେଲ)
ଏହି ସବୁ ଏହି ପ୍ରକାରେ ପ୍ରସ୍ତୁତ ହୋଇଥିବାରୁ ଯାଜକମାନେ ଉପାସନା କରିବା ନିମନ୍ତେ ତମ୍ବୁର ପ୍ରଥମ ଭାଗରେ ସର୍ବଦା ପ୍ରବେଶ କରନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಸಗ್ಳೆ ಬಿಡಾರಾತ್ ತಯಾರ್ ಕರುನ್ ಥವಲ್ಲೆ ರ್‍ಹಾಯ್, ಅನಿ ಯಾಜಕ್ ಅಪ್ನಾಚಿ ಸದ್ದಾಚಿ ಸೆವಾ ಕರುಕ್ ಬಿರಾಡಾತ್ಲ್ಯಾ ಭಾಯ್ಲ್ಯಾ ಖೊಲಿತ್ ಜಾಯ್.